ସରକାରୀ ଡାକ୍ତରଖାନାରେ ବଢିଲା ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ

Spread the love

ଜେଏମଜେ ବ୍ୟୁରୋ : ସରକାରୀ ଡାକ୍ତରଖାନାରେ ବଢିଲା ରୋଗୀଙ୍କ ଖର୍ଚ୍ଚ । ଇନଡୋର ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ ବଢିଲା । ସାଧାରଣ ଖାଦ୍ୟ ଖର୍ଚ୍ଚ 127 ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଶିଶୁଙ୍କ ଖାଦ୍ୟ ଖର୍ଚ୍ଚ 110 ଟଙ୍କା ବୃଦ୍ଧି ।ତେବେ ପ୍ରତ୍ୟେକ ଜିନିଷରେ ଦରଦାମ ବୃଦ୍ଧି ଯୋଗୁଁ ରୋଗୀଙ୍କୁ ପୁଷ୍ଟିକର ଓ ସ୍ବାସ୍ଥ୍ୟଯୁକ୍ତ ଖାଦ୍ୟ ଦେବା ଲକ୍ଷ୍ୟରେ ସରକାରୀ ଡାକ୍ତରଖାନାରେ ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ ବୃଦ୍ଧି କରାଯାଇଛି।

ଏନେଇ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ରମରେ ଇନ୍‌ଡୋର ୱାର୍ଡରେ ରୋଗୀଙ୍କ ଖର୍ଚ୍ଚ ବୃଦ୍ଧି କରାଯାଇଛି। ପୂର୍ବରୁ ଶଯ୍ୟା ପିଛା ୧୧୦ ଟଙ୍କା ଥିଲା ବେଳେ ଏବେ ସରକାର ଏହାକୁ ୧୨୭ ଟଙ୍କା ନିର୍ଦ୍ଧାରଣ କରିଛନ୍ତି।

ସେହିପରି ଉଚ୍ଚ ପୁଷ୍ଟିସାରଯୁକ୍ତ ଖାଦ୍ୟ ପାଇଁ ଯାହା ପୂର୍ବରୁ ୧୨୦ ଟଙ୍କା ଥିଲା, ତାହା ଏବେ ୧୩୮ ଟଙ୍କାକୁ ବୃଦ୍ଧି କରାଯାଇଛି। ଶୁଖିଲା ଖାଦ୍ୟ ପାଇଁ ୯୫ ଟଙ୍କା ସ୍ଥାନରେ ୧୧୦ ଟଙ୍କା କରାଯାଇଥିବା ବେଳେ ତରଳ ଖାଦ୍ୟ ପାଇଁ ୧୧୦ ଟଙ୍କା ପରିବର୍ତ୍ତେ ୧୨୭ ଟଙ୍କା କରାଯାଇଛି।

  • jmjnewso

    Related Posts

    ଯୁବପିଢିଙ୍କ ମଧ୍ୟରେ ବଢୁଥିବା ଅକାଳ ମୃତ୍ୟୁ ସହ କୋଭିଡ୍ ଟୀକାର ସମ୍ପର୍କ ନାହିଁ!

    Spread the love

    Spread the love ଜେଏମଜେ ବ୍ୟୁରୋ : ଭାରତରେ ଯୁବପିଢିଙ୍କ ମଧ୍ୟରେ ଅଚାନକ ହେଉଥିବା ମୃତ୍ୟୁକୁ ନେଇ ଚିନ୍ତା ପ୍ରକାଶ ପାଉଥିବାବେଳେ ଏହା ପଛରେ କୋଭିଡ୍ ଟୀକା ଥିବା କେତେକ ମହଲରେ ସଂଦେହ କରାଯାଉଛି। କିନ୍ତୁ ଏମ୍ସ-ଆଇସିଏମଆର ପକ୍ଷରୁ କରାଯାଇଥିବା ଏକ…

    କବିସୂର୍ଯ୍ୟନଗରେ କଲବଲ କଲାଣି ମଶା, ହାତ ବାନ୍ଧି ବସିଛି ଏନଏସି ଓ ସ୍ୱାସ୍ଥ୍ୟ ବିଭାଗ.. ଡେଙ୍ଗୁ ଆଶଙ୍କା.!

    Spread the love

    Spread the love 👉ମଶା ଦମନ ପାଇଁ ପ୍ରତିଷେଧମୂଳକ ପଦକ୍ଷେପ ନାହିଁ… 👉ଛଡ଼ାଯାଉନି ଗମ୍ବୁସିଆ ମାଛ.. 👉ମ୍ୟାଲେରିଆ, ଡେଙ୍ଗୁ ବ୍ୟାପିବା ଆଶଙ୍କା.. କବିସୂର୍ଯ୍ୟନଗର :(ଜେଏମଜେ ବ୍ୟୁରୋ): କବିସୂର୍ଯ୍ୟନଗର ରେ କଲବଲ କଲେଣି ମଶା। ଦିନକୁ ଦିନ ଏମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି।…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ