ଚିଲିକାରେ ପହଞ୍ଚିଲେ ବିଦେଶାଗତ ପକ୍ଷୀ।

Spread the love

ଜେଏମଜେ ବ୍ୟୁରୋ : ଚିଲିକାରେ ପହଞ୍ଚିଲେ ବିଦେଶାଗତ ପକ୍ଷୀ । ଚଳିତ ବର୍ଷ ଚିଲିକାରେ ଲକ୍ଷାଧିକ ବିଦେଶୀ ପକ୍ଷୀମାନଙ୍କ ସମାଗମ ହେବ ବୋଲି ଲକ୍ଷ ରଖିଛି ବନ ବିଭାଗ । ଏହାକୁ ଆଖି ଆଗରେ ରଖି ସୁରକ୍ଷାକୁ କଡାକଡି କରିଛି ବନ ବିଭାଗ । ଚିଲିକା ବନଖଣ୍ଡ ବନାଞ୍ଚଳ ବାଲୁଗାଁ କାର୍ଯ୍ୟାଳୟ ତରଫରୁ ବିଭିନ୍ନ ରେଞ୍ଜରେ ପକ୍ଷୀ ସୁରକ୍ଷା ପାଇଁ ୨୧ ଟି ଟିମ୍ ଗଠିତ କରାଯାଇଛି । ଟାଙ୍ଗୀ-୧୧, ରମ୍ଭା-୨, ବାଲୁଗାଁ-୪, ନୂଆପଡା-୨, ସାତପଡା-୨ ସହିତ ଲ୍ୟାଣ୍ଡ ମୋବାଇଲ ଟିମ୍‌ ସୁରକ୍ଷା ଦିଗରେ ସମଗ୍ର ଚିଲିକାରେ ଘୁରି ବୁଲିବେ। ସେଥିପାଇଁ ଚିଲିକାରେ ପ୍ରସ୍ତୁତ ହୋଇ ରହିଛି ବନ ବିଭାଗ।ପକ୍ଷୀ ସୁରକ୍ଷା ଦିଗରେ ତିଖ୍ନ ନଜର ରଖିଛି ବନ ବିଭାଗ ।

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    Spread the love

    Spread the loveଛତ୍ରପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ମୁକାବିଲା କରିବାକୁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ। ଆସନ୍ତାକାଲିଠାରୁ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର…

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ ଶିକ୍ଷକ ପଦୋନ୍ନତିରେ ଅନିୟମିତତା ଆସିଲା ନେଇ ଅଭିଯୋଗ.. ଜିଲ୍ଲା ଶିକ୍ଷା ଧିକାରୀ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁ ବିଭିନ୍ନ ବିଦ୍ୟାଳୟ ରେ ଅଶାନ୍ତି ଆଶଙ୍କା ଦେଖାଦେଲାଣି..ଗଞ୍ଜାମ ଜିଲ୍ଲାର ପ୍ରାଥମିକ ଶିକ୍ଷକମାନଙ୍କର ପଦୋନ୍ନତି…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    • By jmjnewso
    • September 20, 2026
    • 27 views
    ପଞ୍ଚାୟତରୁ ପୁରୀ:   ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    • By jmjnewso
    • September 20, 2026
    • 28 views
    ଗଞ୍ଜାମ ଜିଲ୍ଲା ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    • By jmjnewso
    • September 20, 2026
    • 19 views
    ଓଡିଶା ମୁହାଁ ହେଉଛି ସମ୍ଭାବ୍ୟ ବାତ୍ୟା।

    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    • By jmjnewso
    • September 20, 2026
    • 24 views
    ବିଧାନସଭା ମୌସୁମୀ ଅଧିବେଶନ ପାଇଁ କମିଶନରେଟ୍ ପୋଲିସର କଡ଼ା ସୁରକ୍ଷା ବ୍ୟବସ୍ଥା: ମୁତୟନ ହେବେ ୩୦ ପ୍ଲାଟୁନ୍ ଫୋର୍ସ

    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    • By jmjnewso
    • September 20, 2026
    • 21 views
    ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ମୁକାବିଲା ପାଇଁ ସଜାଗ ହୋଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ।

    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।

    • By jmjnewso
    • September 20, 2026
    • 53 views
    ଶିକ୍ଷକ ପଦୋନ୍ନତି ଘଟଣା…ନିଯୁକ୍ତି ତାଲିକାରେ ଅନିୟମିତତା ନେଇ ଚର୍ଚ୍ଚାରେ ଡିଇଓ।