ଜେଲକୁ ସରପ୍ରାଇଜ ଭିଜିଟ କରିବେ ଜିଲ୍ଲପାଳ, ଏସପି

Spread the love

ଜେଏମଜେ ବ୍ୟୁରୋ : ଜେଲକୁ ସରପ୍ରାଇଜ ଭିଜିଟ କରିବେ ଜିଲ୍ଲପାଳ, ଏସପି । ସବୁ ଜିଲ୍ଲାପାଳ ଏବଂ ଏସପିଙ୍କୁ ନିର୍ଦ୍ଦେଶ ଦେଲେ ଜେଲ ଡିଜି ସୁଶାନ୍ତ ନାୟକ । ଚୌଦ୍ୱାର ଜେଲରୁ କଏଦୀ ଫେରାର ହେବା ପରେ ତତ୍ପରତା ପ୍ରକାଶ କରିଛି ଜେଲ ବିଭାଗ । ଜେଲ ଭିତରେ ଅନେକ  ଅନୈତିକ କାରବାର ହୋଇଥିବା ନେଇ ଏକାଧିକ ଅଭିଯୋଗ ପୂର୍ବରୁ  ମଧ୍ୟ ଆସିଛି ।  ବିଭିନ୍ନ ସମୟରେ ଜେଲରେ କଏଦୀଙ୍କ ନିକଟରୁ ନିଶା ଦ୍ରବ୍ୟ , ଫୋନ ଏବଂ ମାରଣାସ୍ତ୍ର ମଧ୍ୟ ଜବତ ହୋଇଛି । ଏସବୁକୁ ପ୍ରତିରୋଧ ଧରିବା ପାଇଁ ଜେଲ ବିଭାଗ ପକ୍ଷରୁ  ସମସ୍ତ ଜିଲ୍ଲାର ଜିଲ୍ଲାପାଳ  ଏବଂ ଏସପି ମାନଙ୍କୁ ସ୍ୱତନ୍ତ୍ର ଚିଠି ଲେଖି  ନିର୍ଦ୍ଦେଶ ଦିଆଯାଇଛି ।ରାଜ୍ୟର ଜେଲ୍‌ମାନଙ୍କରେ କଏଦୀମାନେ ଅତ୍ୟନ୍ତ ଦୟନୀୟ ଅବସ୍ଥାରେ ରହୁଥିବା ଗଣମାଧ୍ୟମରେ ବିଭିନ୍ନ ସମୟରେ ଖବର ପ୍ରକାଶ ପାଉଛି । ଏନେଇ ଜାତୀୟ ମାନବାଧିକାର କମିସନ ରାଜ୍ୟ ମାନବାଧିକାର କମିସନଙ୍କୁ ଅବଗତ କରିବା ସହ ଉଦ୍‌ବେଗ ମଧ୍ୟ ପ୍ରକାଶ କରୁଛନ୍ତି । ଏହାକୁ ଆଧାର କରି ଜେଲ ଡିଜି ଚିଠି କରିଛନ୍ତି । 

  • jmjnewso

    Related Posts

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ…

    ପଞ୍ଚାୟତରୁ ପୁରୀ: ଆରମ୍ଭ ହେଲା ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’

    Spread the love

    Spread the loveଭୁବନେଶ୍ୱରଜେଏମଜେ : ରାଜ୍ୟର ଅର୍ଥନୈତିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ମାଗଣାରେ ଶ୍ରୀକ୍ଷେତ୍ର ଦର୍ଶନ କରାଇବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିଛନ୍ତି । ରବିବାର ଦିନ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 36 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 38 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 38 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 48 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 47 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ