ସ୍ନେହାଙ୍ଗିନୀଛୁରିଆ ହେଲେ ବିଜେଡି ପ୍ରାଥୀନି

Spread the love

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ପ୍ରାର୍ଥୀ ଘୋଷଣା କରିଛନ୍ତି। ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ସେ ନୂଆପଡ଼ା ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ କରିଛନ୍ତି।
ବିଜେଡିର ପ୍ରାର୍ଥୀ ଘୋଷଣା ହେଲା ପରେ ସ୍ନେହାଙ୍ଗିନୀ ଛୁରିଆ ପ୍ରଥମ ଥର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି।
ନୂଆପଡ଼ା ଉପନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ତତ୍ପରତା ଦେଖାଯାଇଛି। ଆସନ୍ତା ନଭେମ୍ବର ୧୧ ତାରିଖରେ ଏଠାରେ ମତଦାନ ଗ୍ରହଣ କରାଯିବାକୁ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ଆଜି କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ଆସନ୍ତାକାଲି ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ପ୍ରାର୍ଥିପତ୍ର ଦାଖଲ କରିବେ। ଏହାରି ମଧ୍ୟରେ ବିଜୁ ଜନତା ଦଳର ପ୍ରାର୍ଥି କିଏ ‌ହେବେ ସେନେଇ ଘୋଷଣା ଅପେକ୍ଷାରେ ଜୋରଦାର ଚର୍ଚ୍ଚା ଚାଲିଥିଲା।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026