ନୂଆପଡ଼ା ଉପନିର୍ବାଚନ: ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଗୋଷଣା କଲା ବିଜେପି।

Spread the love

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜାରି କଲା ଷ୍ଟାର ପ୍ରଚାରକ ତାଲିକା । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ତାଲିକା ଦଳ ଦାଖଲ କରିଛି ବୋଲି ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା କହିଛନ୍ତି।

ନୂଆପଡା ଉପ ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହୋଇଛନ୍ତି । ଏହାସହ ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ଦୁଇ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ଲତା ଉସେଣ୍ଡି, ଦୁଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ତାଲିକାରେ ସାମିଲ । ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବସନ୍ତ ପଣ୍ଡା, ବିଭିନ୍ନ ବିଭାଗର ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ତୁଙ୍ଗ ନେତା ମାନେ ଷ୍ଟାର ପ୍ରଚାରକ ଭାବେ ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ କରିବେ ପ୍ରଚାର ।

ସେହିପରି ତାଲିକାରେ ଉପ ମୁଖ୍ୟମନ୍ତ୍ରୀ କେ ଭି ସିଂ ଦେଓ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ, କୣଷ୍ଣଚନ୍ଦ୍ର ପାତ୍ର, ଯୋଗାଣ ମନ୍ତ୍ରୀ,  ରାଜ୍ୟ ସଭାପତି ମନମୋହନ ସାମଲ, କଲାହାଣ୍ଡି ସାଂସଦ ବାଳବିକା ଦେଓ, ବରଗଡ ସାଂସଦ ପ୍ରଦୀପ ପୁରେ।ହିତ ବସନ୍ତ ପଣ୍ଡା, ଲଷ୍ମଣ ବାଗ, ପ୍ରସନ୍ନ ପାଢୀ, ଯଦୁମଣି ପାଣିଗ୍ରାହୀ, ଅଭିନନ୍ଦନ ପଣ୍ଡା, ପୂବ ବିଧାୟକ କୁଶୁମ ଟେଟେ, ସୁଜିତ କୁମାର, ସୋନିଆ ଜୈନ,  ହିତେଶ ବଗତ୍ତୀ,  ସଦନ ତୀଓ୍ବରୀ, ଧମଗଡ ବିଧାୟକ ସୁଧୀର ପଟଯୋଶୀ, ନୂଆପଡା ଶବର ସମାଜ ସଭାପତି ସୋମନାଥ ଖମାରି ରହିଛନ୍ତି।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 24 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 32 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 35 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 33 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 65 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 40 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ