ଓଡ଼ିଶା ପାଇଁ ୧୦ ଉପସଭାପତି ଘୋଷଣା କଲା ଭାଜପା

Spread the love


ଜେଏମଜେ ବ୍ୟୁରୋ : ଓଡ଼ିଶା ଭାଜପା ନିଜର ନୂଆ ପଦାଧିକାରୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସମ୍ପାଦକ ଏବଂ ୧୦ ଜଣ ସମ୍ପାଦକଙ୍କ ନାମ ସାମିଲ ରହିଛି। ଉପସଭାପତି ଭାବେ ଯତୀନ ମହାନ୍ତି, ଅଶୋକ ମିଶ୍ର, କୁସୁମ ଟେଟେ, ରମେଶ ଚନ୍ଦ୍ର ସାହୁ, କେ ନାରାୟଣ ରାଓ, ଶିବାଜୀ ମହାନ୍ତି, ଭବେନ୍ଦ୍ର ପଣ୍ଡା, ସିପ୍ରା ବାଜପେୟୀ, ସୁଦର୍ଶନ ଗୋୟଲ ଏବଂ ବିଷ୍ଣୁ ଦାସଙ୍କୁ ଦାୟିତ୍ୱ ଦିଆଯାଇଛି।
ସାଧାରଣ ସମ୍ପାଦକ ଭାବେ ବିରଞ୍ଚି ତ୍ରିପାଠୀ, ଶାରଦା ପ୍ରସାଦ ଶତପଥୀ, ସୀମାଞ୍ଚଳ ଖଟେଇ ଏବଂ ପୂର୍ଣ୍ଣିମା ପ୍ରୀୟଦର୍ଶନୀ ନାୟକଙ୍କୁ ନିଯୁକ୍ତି ମିଳିଛି। ସମ୍ପାଦକ ପଦବୀ ପାଇଁ ସରୋଜ କୁମାର କର, କାଳନ୍ଦୀ ସାମଲ, ସ୍ମୃତି ପଟ୍ଟନାୟକ, ପ୍ରୀତି ପ୍ରତିଭା ଭୋଳ, ଭଗବାନ ମହାନ୍ତି, ପିଙ୍କି ପ୍ରଧାନ, ରାମଚନ୍ଦ୍ର ହାଂସଦା, ମମତା ସିଂ, ପୃଥ୍ବୀରାଜ ମହାପାତ୍ର ଏବଂ ସ୍ମିତା ପ୍ରଧାନଙ୍କ ନାମ ଘୋଷଣା ହୋଇଛି। ଏହା ସହିତ ଅଜୟ ଅଗ୍ରୱାଲଙ୍କୁ କୋଷାଧ୍ୟକ୍ଷ ଏବଂ ଦିବାକର ହରିଚନ୍ଦନଙ୍କୁ ଯୁଗ୍ମ କୋଷାଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026