ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀର ମୁଖ୍ୟ ଦଲାଲ ଗିରଫ

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । କେଳେଙ୍କାରୀର ମୁଖ୍ୟ ଦଲାଲ ମୁନା ମହାନ୍ତିଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ମୁନାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ସୁକାନ୍ତ ମହାରଣା ସମେତ ମୋଟ ୩ ଜଣଙ୍କୁ ଦଶପଲ୍ଲା ନିକଟରୁ ଗିରଫ କରାଯାଇଛି ।

ମୁନା ପୂର୍ବରୁ ଦଶପଲ୍ଲାର ଏକ ଫାର୍ମ ହାଉସରେ ଲୁଚିଥିବା ସୂଚନା ଥିଲା, କିନ୍ତୁ କ୍ରାଇମବ୍ରାଞ୍ଚ ଚଢ଼ାଉ ପୂର୍ବରୁ ସେ ଚମ୍ପଟ ମାରିଥିଲା । ମୁନାଙ୍କ କଳା ସାମ୍ରାଜ୍ୟ ନୟାଗଡ଼ ଦଶପଲ୍ଲା ପର୍ଯ୍ୟନ୍ତ ବ୍ୟାପିଥିବା ସୂଚନା ମିଳିଛି । ଏବେ ତାଙ୍କୁ ଗିରଫ କରାଯିବା ପରେ ଏହି କେଳେଙ୍କାରୀର ଅନେକ ତଥ୍ୟ ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି ।

ଏହି ମାମଲାରେ ୧୧୯ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୧୧୩ ଜଣ ଜାମିନ ଆବେଦନ କରିଛନ୍ତି । ତେବେ ଏହି ମାମଲାରେ ଆଗକୁ ଆହୁରି କେତେ ଟେର କୁଆଡେ ଲମ୍ବିଛି ଏବଂ କେତେ ଯେ, ତଥ୍ୟ ସାମ୍ନାକୁ ଆସିବ ତାହା ଆହୁରି ଖୋଳତାଡ ପରେ ଜଣାପଡିବ ।

  • jmjnewso

    Related Posts

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    Spread the love

    Spread the love ବୁଗୁଡ଼ା,୨୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଅବକାରୀ ଥାନା ପକ୍ଷରୁ ଅଚାନକ ଚଢାଉ କରାଯାଇ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଚଢିଆପଲ୍ଲୀଠାରେ ଏକ ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ କରି ଜଣେ ଆସାମୀଙ୍କୁ ଗିରଫ…

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    Spread the love

    Spread the love ଭୁବନେଶ୍ୱର :ଜେଏମଜେ ନ୍ୟୁଜ : ରାତି ଅଧରେ ମହିଳା ସହକର୍ମୀଙ୍କ ଘରେ ପଶି ହଙ୍ଗାମା ଓ ଅସଦାଚରଣ କରିବା ମହଙ୍ଗା ପଡ଼ିଲା। ଗିରଫ ହେଲେ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳ। ତାଙ୍କୁ ଗିରଫ କରିଛି…

    Leave a Reply

    Your email address will not be published. Required fields are marked *

    You Missed

    ନିଟ୍ (NEET ) ପରୀକ୍ଷାରେ ଦୁଇ ଭଉଣୀଙ୍କ ସଫଳତା

    • By jmjnewso
    • September 22, 2026
    • 5 views
    ନିଟ୍ (NEET ) ପରୀକ୍ଷାରେ ଦୁଇ ଭଉଣୀଙ୍କ ସଫଳତା

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 36 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 38 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 38 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 49 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ