ନୂଆପଡ଼ା ଉପନିର୍ବାଚନ: ନେତାଙ୍କୁ ଦାୟିତ୍ବ ବାଣ୍ଟିଲା ବିଜେଡି.

Spread the love

ଭୁବନେଶ୍ବର(ଜେଏମଜେ ବ୍ୟୁରୋ): : ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ଗୁରୁବାର ଦିନ ଦାୟିତ୍ବ ବଣ୍ଟନ କରିଛି। ବିଜେଡି ନୂଆପଡ଼ା ବ୍ଲକ, ନୂଆପଡ଼ା ଏନ୍‌ଏସି, କୋମନା ବ୍ଲକ ଓ ଖରିଆରରୋଡ୍‌ ଏନ୍‌ଏସିରେ ଦଳର ନେତାମାନଙ୍କୁ ଦାୟିତ୍ବ ଦେଇଛି।ନୂଆପଡ଼ା ବ୍ଲକ ପାଇଁ ନିରଂଜନ ପୂଜାରୀ, ସଂଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଜେନା, କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର, ପ୍ରୀତିରଂଜନ ଘଡେଇ, ଧ୍ରୁବ ସାହୁ, ମନୋହର ରନ୍ଧାରୀ, ପ୍ରଦୀପ ଦିସାରି, ତୁଷାରକାନ୍ତି ବେହେରା, ବ୍ରଜ କିଶୋର ପ୍ରଧାନ, ରମେଶ ଚନ୍ଦ୍ର ବେହେରା, ସାରଦା ପ୍ରସନ୍ନ ଜେନା, ରାମଚରଣ ରଂଜନ ବିଶ୍ବାଳ, ସୁଦର୍ଶନ ହରିପାଲ, ପ୍ରଶାନ୍ତ କୁମାର ବେହରା, ଦେବୀ ରଂଜନ ତ୍ରିପାଠୀ ଓ ନିହାର ରଂଜନ ବେହେରାଙ୍କୁ ଦାୟିତ୍ବ ମିଳିଛି।

ନୂଆପଡ଼ା ଏନ୍‌ଏସି ପାଇଁ ଅତନୁ ସବ୍ୟସାଚୀ ନାୟକ, ସାରଦା ପ୍ରସାଦ ନାୟକ, ଦେବେଶ ଆଚାର୍ଯ୍ୟ, ମନୋରମା ମହାନ୍ତି, ଦୀପାଳି ଦାସ, ଆୟୁବ ଖାନ, ରିତା ସାହୁ ଓ ସ୍ବରୂପ ଦାସ। 

ପ୍ରଣବ ପ୍ରକାଶ ଦାସ, ପ୍ରତାପ ଦେବ, ଅଧୀରାଜ ପାଣିଗ୍ରାହୀ, ପୁଷ୍ପେନ୍ଦ ସିଂହଦେଓ, ଯୋଗେଶ ସିଂହ, ରବି ନନ୍ଦ, ପ୍ରଦୀପ ମାଝୀ, ନୀଳକଂଠ ପ୍ରଧାନ, ବ୍ୟୋମକେଶ ରାୟ, ସୁଶାନ୍ତ କୁମାର ରାଉତ, ଶୁବାଶିଷ ଖୁଣ୍ଟିଆ, ଜଗନ୍ନାଥ ସାରକା, ସରୋଜ ମେହେର, ବିଶ୍ବରଂଜନ ମଲ୍ଲିକ, ଅବିନାଶ ସାମଲ, ଈଶ୍ବର ପାଣିଗ୍ରାହୀ, ରୋହିତ ଯୋଶେଫ୍‌ ତିର୍କି ଓ ଉମାକାନ୍ତ ସାମନ୍ତରାୟ କୋମନା ବ୍ଲକର ଦାୟିତ୍ବରେ ରହିଛନ୍ତି।

ସେହିପରି ରଣେନ୍ଦ୍ର ପ୍ରତାପ ସିଂହ, ବିକ୍ରମ ପଣ୍ଡା, କଳିକେଶ ନାରାୟଣ ସିଂହଦେଓ, ପ୍ରଦ୍ୟୁମ୍ନ ତ୍ରିପାଠୀ, ସୌଭିକ ବିଶ୍ବାଳ, ଗୌତମ ବୁଦ୍ଧ ଦାସ, ପ୍ରଶାନ୍ତ ମୁଦୁଲି ଓ ରୁଦ୍ର ପ୍ରସାଦ ମହାରଥୀ ଖରିଆର ରୋଡ ଦାୟିତ୍ବରେ ଅଛନ୍ତି।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ