ଫେବ୍ରୁଆରି ମାସ ୧୫ ତାରିଖରୁ ୨୫ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା

Spread the love

ଜେଏମଜେ ବ୍ୟୁରୋ: +୨ ପଢୁଥିବା ପିଲାଙ୍କ ପାଇଁ ଆସିଲା ବଡ଼ ଖବର । ଆସନ୍ତା ଫେବ୍ରୁଆରି ମାସରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରି ମାସ ୧୫ ତାରିଖରୁ ୨୫ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା ହେବ । ଏଥିପାଇଁ ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ତେବେ ମିଳିଥିବା ସୂଚନା ମୁତାବକ, ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୨ରୁ ୩୧ ଭିତରେ ହେବ ।
ଯେଉଁମାନେ ଏହି ସମୟରେ ଇଣ୍ଟରନାଲ ଦେଇପାରିବେ ନାହିଁ, ସେମାନେ ଜାନୁଆରୀ ୧୦ରୁ ୧୫ ଭିତରେ ଇଣ୍ଟରନାଲ ପରୀକ୍ଷା ଦେବା ପାଇଁ ଆଉ ଏକ ସୁଯୋଗ ପାଇବେ ।
ଏହାସହିତ ଜାନୁଆରି ୨ ତାରିଖରୁ ୧୫ ତାରିଖ ଭିତରେ ହେବ ପ୍ରାକ୍ଟିକାଲ୍ ପରୀକ୍ଷା । ସେଥଲାଗି ଏକ୍ସ- ରେଗୁଲାର ଫର୍ମ ଫିଲ୍ଅପ ଅକ୍ଟୋବର ୧୩ରୁ ନଭେମ୍ବର ୨୨ ତାରିଖ ଯାଏ ଚାଲିବ । ଏବଂ ଆସନ୍ତା ଅକ୍ଟୋବର ୨୦ରୁ ନଭେମ୍ବର ୨୨ ଯାଏଁରେଗୁଲାର ପିଲାଙ୍କ ଫର୍ମ ଫିଲ୍ଅପ ଚାଲିବ । ଏହାବାଦ୍ ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା । ତେବେ ଏଥର ସମୁଦାୟ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା । ରେଜଲ୍ଟ ବାହାରିବା ପରେ ଏଥର ନୂଆକରି ପ୍ରୋଭିଜନାଲ୍ ସାର୍ଟିଫିକେଟକୁ ଡିଜିଟାଲ କରାଯିବ ବୋଲି ସୂଚନା ମିଳିଛି ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 0 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 38 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର