ୟୁପିଆଇ ମାଧ୍ୟମରେ ଟଙ୍କା କାରବାର ଏବେ ପୀତବାସ ହତ୍ୟାକାଣ୍ଡ ର ଫର୍ଦଫାସ କରିବ..

Spread the love

ଜେଏମଜେ ବ୍ୟୁରୋ : ୟୁପିଆଇ ମାଧ୍ୟମରେ ଟଙ୍କା କାରବାର ଏବେ ପୀତବାସ ହତ୍ୟାକାଣ୍ଡ ର ଫର୍ଦଫାସ କରିବ.. ଆଇନଜୀବୀ ପୀତବାସ ହତ୍ୟା ମାମଲାରେ ୪ଜଣଙ୍କୁ ବିହାରରୁ କାବୁ କରିଛି ପୁଲିସ । ଆଉ ୪ଜଣଙ୍କୁ ଦିଲ୍ଲୀ ଓ ପଶ୍ଚିମବଙ୍ଗରୁ ଧରିଥିବା ସୂଚନା ମିଳିଛି । ପୂର୍ବରୁ ୨ ବିହାରୀ ଯୁବକଙ୍କ ସହ ଜଣେ ସ୍ଥାନୀୟ ଯୁବକଙ୍କୁ ପୁଲିସ ଉଠାଇ ଆଣିଛି । ମୋଟାମୋଟି ଏହି ମାମଲାରେ ଏଯାବତ୍ ୧୧ ଜଣଙ୍କୁ ପୁଲିସ କବଜାକୁ ନେଲାଣି । ସାର୍ପସୁଟର ଓ ମଧ୍ୟସ୍ଥିକୁ ଘନ ଘନ ଜେରା ଚାଲିଛି ।
ଅନ୍ୟମାନଙ୍କୁ ଧରି ପୁଲିସ ପହଞ୍ଚିବା ପରେ ସବୁ ସତ ପଦାକୁ ଆସିବ ।

ତେବେ ଏହାରି ଭିତରେ ପୁଲିସ ହାତରେ ଲାଗିଛି ଆଉ କିଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ। ୟୁପିଆଇ ମାଧ୍ୟମରେ ଟଙ୍କା କାରବାର ହୋଇଥିବା ପୁଲିସ ଜାଣିବାକୁ ପାଇଛି । ଆଉ ଏହି ୟୁପିଆଇ ଟ୍ରାଞ୍ଜାକ୍ସନ ପୁଲିସକୁ ବିହାର ଲିଙ୍କ ଧରାଇଥିବା ଚର୍ଚ୍ଚା ହେଉଛି । ବିହାରର ଜଣେ ବ୍ୟକ୍ତି ବ୍ରହ୍ମପୁରର ରିଚାର୍ଜ ଦୋକାନରୁ ଘରକୁ ୯୫୦୦ ଟଙ୍କା ପଠାଇଥିଲେ । ଯାହା ପୀତବାସ ମର୍ଡର ମିଷ୍ଟ୍ରି ପଛରେ ଥିବା ବଡ଼ ଷଡ଼ଯନ୍ତ୍ରକୁ ଧରା ପକାଇ ଦେଇଛି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ବୁଗୁଡ଼ା ପୋଲିସକୁ ବଡ଼ ସଫଳତା;ଅନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ୩ ଗିରଫ

    Spread the love

    Spread the loveବୁଗୁଡା,୨୨/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡା ପୋଲିସ ଥାନା ଅଧୀନସ୍ଥ ବାଲିପଦର ଫାଣ୍ଡି ପୋଲିସକୁ ମିଳିଛି ଏକ ବଡ ସଫଳତା। ଏକ ଆନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ତିନି ଜଣଙ୍କୁ ଗିରଫ କରିଛି ବାଲିପଦର ଫାଣ୍ଡି ପୋଲିସ। ଭଞ୍ଜନଗର…

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    Spread the love

    Spread the love ବୁଗୁଡ଼ା,୨୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଅବକାରୀ ଥାନା ପକ୍ଷରୁ ଅଚାନକ ଚଢାଉ କରାଯାଇ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଚଢିଆପଲ୍ଲୀଠାରେ ଏକ ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ କରି ଜଣେ ଆସାମୀଙ୍କୁ ଗିରଫ…

    Leave a Reply

    Your email address will not be published. Required fields are marked *

    You Missed

    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    • By jmjnewso
    • September 22, 2026
    • 19 views
    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

    • By jmjnewso
    • September 22, 2026
    • 13 views
    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

    ଡକ୍ଟର ସରବଣା ବିବେକ ଏମ ହେଲେ ଭୁବନେଶ୍ୱର ଡିସିପି। 4 IPS ଙ୍କୁ ନୂଆ ଦାୟିତ୍ୱ।

    • By jmjnewso
    • September 22, 2026
    • 30 views
    ଡକ୍ଟର ସରବଣା ବିବେକ ଏମ ହେଲେ ଭୁବନେଶ୍ୱର ଡିସିପି। 4 IPS ଙ୍କୁ ନୂଆ ଦାୟିତ୍ୱ।

    ଆସିକା ସମବାୟ ଚିନିଶିଳ୍ପକୁ ଜାତୀୟ ଦକ୍ଷତା ପୁରସ୍କାର

    • By jmjnewso
    • September 22, 2026
    • 15 views
    ଆସିକା ସମବାୟ ଚିନିଶିଳ୍ପକୁ ଜାତୀୟ ଦକ୍ଷତା ପୁରସ୍କାର

    ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ:5 ଦିନ ବନ୍ଦ ରହିବ ବ୍ୟାଙ୍କ

    • By jmjnewso
    • September 22, 2026
    • 17 views
    ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ:5 ଦିନ ବନ୍ଦ ରହିବ ବ୍ୟାଙ୍କ

    ବୁଗୁଡ଼ା ପୋଲିସକୁ ବଡ଼ ସଫଳତା;ଅନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ୩ ଗିରଫ

    • By jmjnewso
    • September 22, 2026
    • 11 views
    ବୁଗୁଡ଼ା ପୋଲିସକୁ ବଡ଼ ସଫଳତା;ଅନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ୩ ଗିରଫ