ବାଲିପଦର ସ୍ନାତକ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ପୋଷଣ ମାସ ଦିବସ ପାଳିତ

Spread the love


ବୁଗୁଡ଼ା :-(ଜେଏମଜେ ବ୍ୟୁରୋ ): ଗଞ୍ଜାମ ଜିଲ୍ଲା ବାଲିପଦର ଆଞ୍ଚଳିକ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଅଦ୍ୟ ତା-17.10.2025 ଦିବସ କୁ ରାଷ୍ଟ୍ରୀୟ ପୋଷଣ ମାସ ଦିବସ ପାଳନ ଅବସରରେ ମହାବିଦ୍ୟାଳୟ ର ଅଧକ୍ଷ ଶ୍ରୀଯୁକ୍ତ ଗୋପୀନାଥ ମହାନ୍ତି ଙ୍କ ପୌରହିତ୍ୟରେ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀ ମାନଙ୍କୁ ନେଇ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମ ପାଳନ ଅବସରରେ ଯୁକ୍ତଦୁଇ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ସରୋଜ କାନ୍ତ ଦାସ, ବାଲିପଦର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ନବନିଯୁକ୍ତ ଡାକ୍ତର ଶ୍ରୀଯୁକ୍ତ ତନ୍ମେଷ ଖାଡ଼ଙ୍ଗା ଏବଂ କମ୍ପାଉଣ୍ଡର ଶ୍ରୀଯୁକ୍ତ ପ୍ରମୋଦ କୁମାର ପାଢ଼ୀ ଯଥାକ୍ରମେ ମୁଖ୍ୟ ଅତିଥି, ମୁଖ୍ୟ ବକ୍ତା ଓ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବକ୍ତବ୍ୟ ରଖିଥିଲେ ଯେ ”ସନ୍ତୁଳିତ ଖାଦ୍ୟ ନିରୋଗୀ ଜୀବନ “ହେଉଛି ଆଗାମୀ ପିଢ଼ିର ଛାତ୍ରଛାତ୍ରୀ ମାନଙ୍କ ପାଇଁ ” ସୁସ୍ଥ ସ୍ୱାସ୍ଥ୍ୟ ସୁରକ୍ଷାର ମୂଳମନ୍ତ୍ର ବୋଲି ମତ ରଖିଥିଲେ.

“ଉକ୍ତ କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟର ଏନ ଏସ ଏସ ଓ ୱାଇ ଆର ସି ବିଭାଗ ଅଧିକାରିଣୀ ଶ୍ରୀମତୀ ମିନତୀ ଆଚାରୀ ପରିଚାଳନା କରିଥିବା ବେଳେ ଇତିହାସ ବିଭାଗ ବରିଷ୍ଟ ଅଧ୍ୟାପକ ଶ୍ରୀଯୁକ୍ତ ଅମୀୟ କୁମାର ସ୍ୱାଇଁ,ଅର୍ଥନୀତି ବିଭାଗୀୟ ମୁଖ୍ୟ ତଥା ପୂର୍ବତନ ଏନ ଏସ ଏସ ଅଧିକାରୀ ଡ଼କ୍ଟର ଏ ଜିତେଶ ରାଓ ଦୋରା, ଭକ୍ତଲତl ମହାପାତ୍ର, ସଲୀଳା ନାୟକ, ପ୍ରମିଳା ବେହେରା,ଏ ଶିବାନୀ ଦେବୀ ଆଚାରୀ,ସିମାଞ୍ଚଳ ଗୌଡ଼, ଏନ ମୁଦୁରାଜୂ ଦୋରା,ଉମା ଶଙ୍କର ଗୌଡ଼,ନବଘନ ପ୍ରଧାନ,ନାରାୟଣ ବଡୁ, ପ୍ରଦେଶ କୁମାର ସ୍ୱାଇଁ,ଶୁଭଲକ୍ଷ୍ମୀ ଖାଡ଼ଙ୍ଗା,ଆଶିଷ ନାଇକ ପ୍ରମୁଖ ଯୋଗଦେଇ ଉକ୍ତ କାର୍ଯ୍ୟକ୍ରମ କୁ ସଫଳ ରୂପାୟନ ଦେଇଥିଲେ |

ପରିଶେଷରେ ଅଧ୍ୟାପକ ପ୍ରେମାନନ୍ଦ ପ୍ରଧାନ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

  • jmjnewso

    Related Posts

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%,…

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…