ସୁନାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ସୁରଭି-୨୦୨୫ ଅନୁଷ୍ଠିତ

Spread the love

ଚିକିଟି: (ଜେଏମଜେ ନ୍ୟୁଜ): ସୁନାପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -୨୦୨୫ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ପନ୍ନଗଭୂଷଣ ମାଝୀ ମୁଖ୍ୟ ଅତିଥି ରୂପେ ଯୋଗଦେଇ କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ। ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ମେଘନାଦ ବେହେରା, ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ନିଗମାନନ୍ଦ ପଣ୍ଡା ଓ ସିମାଞ୍ଚଳ ପଣ୍ଡା ତଥା ସୁନାପୁର ସରପଞ୍ଚ ଲକ୍ଷ୍ମୀଧର ବେହେରା ସମ୍ମାନୀୟ ଅତିଥି ଭାବେ ଯୋଗଦେଇଥିଲେ। କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀମାନେ ଯୋଗଦେଇ କାର୍ଯ୍ୟକ୍ରମ ର ସଫଳ ରୂପାୟନ କରିଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ କୁ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ମଞ୍ଜନକୁମାର ବେହେରା ପରିଚାଳନା କରିଥିବାବେଳେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ଲଳିତ ମୋହନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ଚିକିଟି ରୁ ତପେନ୍ଦ୍ର ଡାକୁଆ ଙ୍କ ରିପୋର୍ଟ..

  • jmjnewso

    Related Posts

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%,…

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…