ସୋମବାର ଦୀପାବଳି ଛୁଟି, ଘୋଷଣା ‌କଲେ ରାଜ୍ୟ ସରକାର

Spread the love

ଜେଏମଜେ ବ୍ୟୁରୋ : ଆସନ୍ତା ସୋମବାର ଅକ୍ଟୋବର ୨୦ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଦୀପାବଳି ପାଳନ ନେଇ ପୂର୍ବରୁ ମୁକ୍ତି ମଣ୍ଡପରେ ଘୋଷଣା ହୋଇଛି। ଶ୍ରୀମନ୍ଦିରରେ ଆସନ୍ତା ୨୦ ତାରିଖ ଦିନ ଦୀପାବଳି ଓ ପୟାଶ୍ରାଦ୍ଧ ଆୟୋଜନ ହେବ ବୋଲି ମଧ୍ୟ କୁହାଯାଇଛି। ତେବେ ଲୋକଙ୍କ ମଧ୍ୟରେ ଦୀପାବଳି ପାଳନ ଓ ଛୁଟି ନେଇ ଦ୍ବନ୍ଦ୍ବ ରହିଥିଲା।କିଛି ଲୋକ ଆସନ୍ତା ୨୦ ତାରିଖରେ ଦୀପାବଳି ପାଳନ ପାଇଁ ଚିନ୍ତା କରୁଛନ୍ତି। ଆଉ କିଛି ଅକ୍ଟୋବର ୨୧ରେ ଦୀପାବଳି ହେବ ବୋଲି କହୁଛନ୍ତି। ୨୦ ତାରିଖ ଦିନ ଦିନ ଦୀପଦାନ ଏବଂ ପୟା ଶ୍ରାଦ୍ଧ ପାଳିବାକୁ ମୁକ୍ତିମଣ୍ଡପ ପଣ୍ଡିତ ସଭା ପକ୍ଷରୁ କୁହାଯାଇଛି। ସରକାର ୨୧ ତାରିଖ ପରିବର୍ତ୍ତେ ୨୦ ତାରିଖକୁ ଛୁଟି ଘୋଷଣା କରିବାକୁ ଦାବି ହୋଇଥିଲା।

  • jmjnewso

    Related Posts

    ରାସନ କାର୍ଡରୁ ବାଦ୍‌ ପଡିଲେ ୯ ଲକ୍ଷ ଅଧିକ ଅଯୋଗ୍ୟ ହିତାଧିକାରୀ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟରେ ନୂତନ ରାସନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି । ରାଜ୍ୟରେ ୯ ଲକ୍ଷ ୮୧ ହଜାର ୬୬୧ ଜଣ ଅଯୋଗ୍ୟ ହିତାଧିକାରୀ…

    ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା: ୧୧୫ ପୌରସଂସ୍ଥାକୁ ନୋଟିସ୍: ନିୟମ ନମାନିଲେ କାର୍ଯ୍ୟାନୁଷ୍ଠାନ.

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟରେ ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ନିୟମକୁ ଅଧିକ କଡ଼ାକଡ଼ି କରିବାକୁ ପଦକ୍ଷେପ ନେଇଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ସହ ଜଡ଼ିତ ନିୟମର ଅନୁପାଳନ ଓ କମନ୍ ଏକ୍ସଟେଣ୍ଡେଡ୍…

    Leave a Reply

    Your email address will not be published. Required fields are marked *

    You Missed

    ରାସନ କାର୍ଡରୁ ବାଦ୍‌ ପଡିଲେ ୯ ଲକ୍ଷ ଅଧିକ ଅଯୋଗ୍ୟ ହିତାଧିକାରୀ

    • By jmjnewso
    • September 23, 2026
    • 30 views
    ରାସନ କାର୍ଡରୁ ବାଦ୍‌ ପଡିଲେ ୯ ଲକ୍ଷ ଅଧିକ ଅଯୋଗ୍ୟ ହିତାଧିକାରୀ

    ଡ୍ରେଇନ ପାଣି ରେ ଉବୁଟୁବୁ ସୂର୍ଯ୍ୟନଗର ବାସୀ :ସମସ୍ୟା ସୁଧାର ପାଇଁ ଆଗେଇ ଆସିଲେ ତହସିଲଦାର

    • By jmjnewso
    • September 23, 2026
    • 89 views
    ଡ୍ରେଇନ ପାଣି ରେ ଉବୁଟୁବୁ ସୂର୍ଯ୍ୟନଗର ବାସୀ :ସମସ୍ୟା ସୁଧାର ପାଇଁ ଆଗେଇ ଆସିଲେ ତହସିଲଦାର

    ତାରାତାରିଣୀ ପାହାଡ଼ ରୁ ଖସିଲା ମାଟି ଅତଡ଼ା।

    • By jmjnewso
    • September 23, 2026
    • 42 views
    ତାରାତାରିଣୀ ପାହାଡ଼ ରୁ ଖସିଲା ମାଟି ଅତଡ଼ା।

    ଦିନ ତମାମ ମେଘୁଆ ପାଗ ସହ ବର୍ଷା: ବେଳାଭୂମିକୁ ପର୍ଯ୍ୟଟକଙ୍କୁ ବାରଣ

    • By jmjnewso
    • September 23, 2026
    • 27 views
    ଦିନ ତମାମ ମେଘୁଆ ପାଗ ସହ ବର୍ଷା:  ବେଳାଭୂମିକୁ ପର୍ଯ୍ୟଟକଙ୍କୁ ବାରଣ

    କରସିଂଙ୍ଗିରେ ସେବା ସେତୁ ଅଭିଯାନ

    • By jmjnewso
    • September 23, 2026
    • 27 views
    କରସିଂଙ୍ଗିରେ ସେବା ସେତୁ ଅଭିଯାନ

    ସାରୁବନ୍ଧ ଘାଇ କାମରେ ଅନିୟମିତତା ଅଭିଯୋଗ!

    • By jmjnewso
    • September 23, 2026
    • 31 views
    ସାରୁବନ୍ଧ ଘାଇ କାମରେ ଅନିୟମିତତା ଅଭିଯୋଗ!