ସ୍ୱର୍ଗତ ପୀତବାସ ପଣ୍ଡା ଙ୍କ ଦ୍ଵାଦଶାହ ଦିବସରେ ଯୋଗଦେଲେ ମନ୍ତ୍ରୀ,ସାଂସଦ,ବିଧାୟକ,ଜିଲ୍ଲା ସଭାପତି ।

Spread the love


ବ୍ରହ୍ମପୁର :(ଜେଏମଜେ ନ୍ୟୁଜ ): ଭାରତୀୟ ଜନତା ପାର୍ଟି ର ବରିଷ୍ଠ ନେତା ତଥା ରାଜ୍ୟ ବାର କାଉନସିଲ ସଦସ୍ୟ ସ୍ୱର୍ଗତ ପୀତବାସ ପଣ୍ଡା ଙ୍କ ଦ୍ଵାଦଶାହ ଦିବସରେ ଯୋଗଦେଇ ଫୋଟ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ କରି ସୃତି ଚାରଣ କଲେ ମନ୍ତ୍ରୀ ପୂର୍ଥୀରାଜ ହରିଚନ୍ଦନ,ମନ୍ତ୍ରୀ ବିଭୁତି ଭୂଷଣ ଜେନା,ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ,ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଆସ୍କା ସାଂସଦ ଅନିତା ସୁଭଦର୍ଶନୀ ବ୍ରହ୍ମପୁର ବିଧାୟକ କେ ଅନିଲ କୁମାର, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର,ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ,ଚିକିଟି ବିଧାୟକ ମୋନରଞ୍ଜନ ଧ୍ୟାନସାମନ୍ତରାୟ,ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସେଠି,ଆସ୍କା ବିଧାୟକ ସରୋଜ ପାଢ଼ୀ,କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ,
ଗଞ୍ଜାମ ଜିଲ୍ଲା ସଭାପତି ସରୋଜ ସାବତ,ଘୁମୁସର ଜିଲ୍ଲା ସଭାପତି ବିଜୟ ସ୍ୱାଇଁ, କେନ୍ଦ୍ରୀୟ କାର୍ଯ୍ୟକରଣୀ ସଦସ୍ୟ କାହ୍ନୁ ଚରଣ ପତି,ପୂର୍ବତନ ଉପ ବାଚସ୍ପତି ରାମ ଚନ୍ଦ୍ର ପଣ୍ଡା,ଟି ଗୋପି ବିଧାୟକ ଙ୍କ ପ୍ରତିନିଧି ଅଶୋକ ଶୁକ୍ଳ,ସାଂସଦ ଙ୍କ ପ୍ରତିନିଧି ବାଳକୃଷ୍ଣ ସାମନ୍ତରାୟ,ବନମାଳୀ ସେଠି ଙ୍କ ସମେତ ଭାରତୀୟ ଜନତା ପାର୍ଟି ର ବହୁ କାର୍ଯ୍ୟକର୍ତ୍ତା,ମହିଳା ମୋର୍ଚ୍ଚା,ଯୁବ ମୋର୍ଚ୍ଚା,ଏସ ସି ମୋର୍ଚ୍ଚା,ଏସ ଟି ମୋର୍ଚ୍ଚା,ବ୍ରହ୍ମପୁର ବାର କାଉନସିଲ ର ସମସ୍ତ ଆଇନଜୀବୀ,ରାଜ୍ୟ ବାର କାଉନସିଲ ର ସଭାପତି ଓ ସଦସ୍ୟ ଗଣ,ଉପସ୍ଥିତ ରହି ସୃତି ସଭା କରିବା ସହିତ ସ୍ୱର୍ଗତ ପୀତବାସ ଙ୍କ ଏକ ସ୍ମରଣିକା ଉନ୍ମୋଚନ ହୋଇଥିଲା ସୃତି ସଭା କୁ ପରିଚାଳନା କରିଥିଲେ ଆଇନଜୀବୀ ସାମ୍ବାଦିକ ଅଜିତ କୁମାର ସାହୁ ।

ତପେନ୍ଦ୍ର ଡାକୁଆଙ୍କ ରିପୋର୍ଟ

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ