ଦୀପାବଳି ପାଇଁ ୨୦ ତାରିଖକୁ ସରକାରୀ ଛୁଟି ଘୋଷଣାକଲେ ରାଜ୍ୟ ସରକାର

Spread the love


ଜେଏମଜେ ବ୍ୟୁରୋ : ଦୀପାବଳି ଛୁଟିକୁ ନେଇ ହଟିଲା ଦ୍ୱନ୍ଦ୍ୱ । ଦୀପାବଳି ପାଇଁ ୨୦ ଏବଂ ୨୧ ତାରିଖକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ୨୦ ତାରିଖକୁ ଅତିରିକ୍ତ ଛୁଟି ଘୋଷଣା କରାଯାଇଛି । ଯାହା କୁହାଯାଉଛି ଦୀପାବଳି ରେ ସରକାରୀ କର୍ମଚାରୀଙ୍କୁ ମିଳିବ ଡବଲ ଖୁସି I କିନ୍ତୁ ୨୧ ତାରିଖରେ ରାଜ୍ୟର ସମସ୍ତ ବ୍ୟାଙ୍କ ଖୋଲା ରହିବ । ଦୀପାବଳି ଉପଲକ୍ଷେ ୨୦ ତାରିଖ ଅତିରିକ୍ତ ଛୁଟି ଘୋଷଣା କରାଯାଇଛି। ଉପନିର୍ବାଚନ ପ୍ରକ୍ରିୟା ପାଇଁ କେବଳ ନୂଆପଡା ଜିଲ୍ଲାରେ ସମସ୍ତ ସରକାରୀ କାର୍ଯ୍ୟାଳୟ/ମାଜିଷ୍ଟେରିଆଲ କୋର୍ଟ ଖୋଲା ରଖିବାକୁ ନିର୍ଦେଶ ରହିଛି । ସେହିପରି ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାରକୁ କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ରାସନ କାର୍ଡରୁ ବାଦ୍‌ ପଡିଲେ ୯ ଲକ୍ଷ ଅଧିକ ଅଯୋଗ୍ୟ ହିତାଧିକାରୀ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟରେ ନୂତନ ରାସନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି । ରାଜ୍ୟରେ ୯ ଲକ୍ଷ ୮୧ ହଜାର ୬୬୧ ଜଣ ଅଯୋଗ୍ୟ ହିତାଧିକାରୀ…

    ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା: ୧୧୫ ପୌରସଂସ୍ଥାକୁ ନୋଟିସ୍: ନିୟମ ନମାନିଲେ କାର୍ଯ୍ୟାନୁଷ୍ଠାନ.

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟରେ ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ନିୟମକୁ ଅଧିକ କଡ଼ାକଡ଼ି କରିବାକୁ ପଦକ୍ଷେପ ନେଇଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ସହ ଜଡ଼ିତ ନିୟମର ଅନୁପାଳନ ଓ କମନ୍ ଏକ୍ସଟେଣ୍ଡେଡ୍…

    Leave a Reply

    Your email address will not be published. Required fields are marked *

    You Missed

    ରାସନ କାର୍ଡରୁ ବାଦ୍‌ ପଡିଲେ ୯ ଲକ୍ଷ ଅଧିକ ଅଯୋଗ୍ୟ ହିତାଧିକାରୀ

    • By jmjnewso
    • September 23, 2026
    • 30 views
    ରାସନ କାର୍ଡରୁ ବାଦ୍‌ ପଡିଲେ ୯ ଲକ୍ଷ ଅଧିକ ଅଯୋଗ୍ୟ ହିତାଧିକାରୀ

    ଡ୍ରେଇନ ପାଣି ରେ ଉବୁଟୁବୁ ସୂର୍ଯ୍ୟନଗର ବାସୀ :ସମସ୍ୟା ସୁଧାର ପାଇଁ ଆଗେଇ ଆସିଲେ ତହସିଲଦାର

    • By jmjnewso
    • September 23, 2026
    • 89 views
    ଡ୍ରେଇନ ପାଣି ରେ ଉବୁଟୁବୁ ସୂର୍ଯ୍ୟନଗର ବାସୀ :ସମସ୍ୟା ସୁଧାର ପାଇଁ ଆଗେଇ ଆସିଲେ ତହସିଲଦାର

    ତାରାତାରିଣୀ ପାହାଡ଼ ରୁ ଖସିଲା ମାଟି ଅତଡ଼ା।

    • By jmjnewso
    • September 23, 2026
    • 42 views
    ତାରାତାରିଣୀ ପାହାଡ଼ ରୁ ଖସିଲା ମାଟି ଅତଡ଼ା।

    ଦିନ ତମାମ ମେଘୁଆ ପାଗ ସହ ବର୍ଷା: ବେଳାଭୂମିକୁ ପର୍ଯ୍ୟଟକଙ୍କୁ ବାରଣ

    • By jmjnewso
    • September 23, 2026
    • 27 views
    ଦିନ ତମାମ ମେଘୁଆ ପାଗ ସହ ବର୍ଷା:  ବେଳାଭୂମିକୁ ପର୍ଯ୍ୟଟକଙ୍କୁ ବାରଣ

    କରସିଂଙ୍ଗିରେ ସେବା ସେତୁ ଅଭିଯାନ

    • By jmjnewso
    • September 23, 2026
    • 27 views
    କରସିଂଙ୍ଗିରେ ସେବା ସେତୁ ଅଭିଯାନ

    ସାରୁବନ୍ଧ ଘାଇ କାମରେ ଅନିୟମିତତା ଅଭିଯୋଗ!

    • By jmjnewso
    • September 23, 2026
    • 31 views
    ସାରୁବନ୍ଧ ଘାଇ କାମରେ ଅନିୟମିତତା ଅଭିଯୋଗ!