ଫୁଲଟା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି “ଅନୁଷ୍ଠିତ।

Spread the love

ବ୍ରହ୍ମପୁର : (ଜେଏମଜେ ନ୍ୟୁଜ ): ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୌଞ୍ଜୁ ଠାରେ ଫୁଲଟା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି “crcc ବିବେକାନନ୍ଦ ସାମନ୍ତରାୟ ଙ୍କ ତତ୍ୱା ବଧାନ ରେ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଅନୁଷ୍ଠାନିକ ଭାବେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଗୀତା ରଣା, ବି ବି ପାଳ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସଦାନନ୍ଦ ପାଢ଼ୀ, ଗୌଞ୍ଜୁ ସରପଞ୍ଚ ନିରଞ୍ଜନ ବେହେରା ଓ ଏ ବି ଇ ଓ କୁସୁମ ପାଢ଼ୀ ପ୍ରଥମେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଶୁଭା ରମ୍ଭ କରିଥିଲେ
ଫୁଲଟା କ୍ଲଷ୍ଟର ର 14 ଟି ବିଦ୍ୟାଳୟ ରୁ 200 ଜଣ ଛାତ୍ର ଛାତ୍ରୀ ବିଭିନ୍ନ ପ୍ରତିଯୋଗିତା ରେ ଭାଗ ନେଇଥିଲେ

କେଦାର କୁମାର ଭୂୟାଁ, ଗୌରାଙ୍ଗ ବେହେରା, ପଦ୍ମ ଚରଣ ନାୟକ, ସନ୍ଧ୍ୟା ରାଣୀ ପଟ୍ଟନାୟକ, ଗୌରାଙ୍ଗ ସେଠି, ସୁନିତା ମହାପାତ୍ର, ସ୍ୱପ୍ନିତା ପାତ୍ର, ବନ୍ଦନା ପ୍ରଧାନ, ରାଜକିଶୋର ସାହୁ ପ୍ରଭୁତି ବିଚାରକ ଭାବେ ଯୋଗ ଦେଇଥିଲେ

ବ୍ଲକ ଗୋଷ୍ଠୀ ଶିକ୍ଷଧିକାରୀ ଦେବେନ୍ଦ୍ର ବେହେରା,ବିଆର ସି ସି ଜଗନ୍ନାଥ ଭୂୟାଁ କୃତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନ କରି ଛାତ୍ର ଛାତ୍ରୀ ଙ୍କ ସୃଜନ ଶିଳ ବିକାଶ ର ପ୍ରତିଭା ପାଇଁ ସୁରଭି କାର୍ଯ୍ୟକ୍ରମ ରେ ପ୍ରତିଫଳିତ ହୋଇଥାଏ ବୋଲି ବକ୍ତ୍ୟବ୍ୟ ପ୍ରଦାନ କରିଥିଲେ

ଉକ୍ତ କାର୍ଯ୍ୟକ୍ରମ କୁ ବିଦ୍ୟାଳୟ ର ଶିକ୍ଷକଶିକ୍ଷୟିତ୍ରୀ S. ଅଞ୍ଜନା, ଲୋମାବାତି ସାହୁ, ଅଜିତ କୁମାର ନାୟକ, ରାଜକିଶୋର ସାହୁ, ଗିରିଶ ନନ୍ଦିନୀ, ଶମ୍ଭୁ ନାୟକ, ପ୍ରଭୁତି ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନା କରିଥିଲେ

କ୍ଲଷ୍ଟର ରେ ପ୍ରଥମ ସ୍ଥାନ ପାଇଥିବା ଛାତ୍ର ଛାତ୍ରୀ ବ୍ଲକ ସ୍ଥର ରେ ଭାଗ ନେବେ ବୋଲି CRCC ବିବେକାନନ୍ଦ ସାମନ୍ତରାୟ ଙ୍କ ଠାରୁ ପ୍ରକାଶ ହୋଇଛି..

  • jmjnewso

    Related Posts

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%,…

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…