ପୁରୀରେ ବଡବଡିଆଙ୍କୁ ଡାକିବା ପାଇଁ ଚାରି ଜଗା ନିରୂପଣ କରିଛି ପ୍ରଶାସନ।

Spread the love

ଜେଏମଜେ ବ୍ୟୁରୋ : ଆସନ୍ତାକାଲି ପବିତ୍ର ଦୀପାବଳି,ପୟାଶ୍ରାଦ୍ଧ । ଶ୍ରଦ୍ଧାଳୁମାନେ ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ । ସିଂହଦ୍ଵାର ନିକଟରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବା ପାଇଁ ଚାରୋଟି ସ୍ଥାନ ନିରୂପଣ କରାଯାଇଛି । ୨୦ ଏବଂ ୨୧ ତାରିଖ ଦୁଇଦିନ ପାଇଁ ବ୍ୟବସ୍ଥା କରାଯାଇଛି ।

ତେବେ ସିଂହଦ୍ଵାର ଠାରେ ପ୍ରବଳ ଭକ୍ତଙ୍କ ସମାଗମକୁ ଦେଖି ସୁରକ୍ଷା ଦାୟିତ୍ବରେ ୨୮ ପ୍ଲାଟୁନ ପୋଲିସ ଫୋର୍ସ ସହିତ ୪ ଜଣ ଅତିରିକ୍ତ ଏସପି , ୧୫ ଡିଏସପି, ୧୪ ଜଣ ଇନ୍ସପେକ୍ଟର ମୁତୟନ ହେବେ ।

ପୁରୀ ପୋଲିସ ପକ୍ଷରୁ ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ ଭାବେ ବଡ଼ବଡ଼ିଆ ଡାକିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ମାର୍କେଟ ଛକ ଠାରୁ ନୋ ଭେହିକିଲ ଜୋନ୍ କରାଯାଇଥିବା ସୂଚନା ରହିଛି । ଭୋର ୪ଟା ରୁ ରାତି ୧୦ ଟା ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା ।

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ