ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ

Spread the love

ଜେଏମଜେ ବ୍ୟୁରୋ : ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ। ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ । ପ୍ରଥମେ ନୂଆପଡ଼ା ତେଲିପଡ଼ା ସ୍ଥିତ ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ନିଜର ସମର୍ଥକଙ୍କ ଗହଣରେ ନୂଆପଡ଼ା ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।

ତାଙ୍କ ସହ ଟୁକୁନି ସାହୁ, ରିତା ସାହୁ, ଲେଖାଶ୍ରୀ ସାମନ୍ତସିଂହାର, ପ୍ରମିଳା ମଲ୍ଲିକ, ପ୍ରସନ୍ନ ଆଚାର୍ଯ୍ୟ, ସଂଜୟଦାସ ବର୍ମାଙ୍କ ସମେତ ବହୁ ବରିଷ୍ଠ ଦଳୀୟ ନେତା ଓ ନେତ୍ରୀ ଉପସ୍ଥିତ ଥିଲେ । ୧୮ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଓ କଂଗ୍ରେସ ପ୍ରାର୍ଥୀ ଘାଷିରାମ ମାଝୀ ।

ସ୍ନେହାଙ୍ଗିନୀଙ୍କୁ ପ୍ରାର୍ଥିନୀ କରିଛି ବିଜୁ ଜନତା ଦଳ (ବିଜେଡି)। ବିଜେପିରୁ ନାମାଙ୍କନପତ୍ର ଦାଖଲ କରିଥିଲେ ଜୟ ଢ଼ୋଲକିଆ। କଂଗ୍ରେସରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଘାସିରାମ ମାଝୀ। ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ପରେ ନୂଆପଡ଼ାରେ ଉପନିର୍ବାଚନ। ନଭେମ୍ବର ୧୧ରେ ହେବ ନୂଆପଡ଼ା ବିଧାନସଭା ଆସନ ପାଇଁ ଭୋଟଗ୍ରହଣ।

  • jmjnewso

    Related Posts

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…