ବଦଳୁଛି ପାଗ, ବଢୁଛି ଭୟ.

Spread the love

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । କ୍ରମଶଃ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ବଳ ଗୋଟାଇବ । ୨୩ ତାରିଖ ବେଳକୁ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଏହାର ଅଧିକ ପ୍ରଭାବ ଆନ୍ଧ୍ରପ୍ରଦେଶ ଉପରେ ରହିବ ।

ସେଥିପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଲର୍ଟ ଜାରି କରାଯାଇଛି । ୨୪ ତାରିଖ ବେଳକୁ ଆନ୍ଧ୍ରପ୍ରଦେଶ-ତାମିଲନାଡ଼ୁ ଉପକୂଳ ନିକଟବର୍ତ୍ତୀ ହେଇପାରେ , ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଦେଖିବାକୁ ମିଳିପାରେ କିନ୍ତୁ ସିଧାସଳଖ ପ୍ରଭାବ ପଡିବା ସମ୍ଭାବନା କମ । କେବଳ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।

  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ