ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ପତ୍ର ଦାଖଲ କଲେ ୧୯ ପ୍ରାର୍ଥୀ

Spread the love

ଜେଏମଜେ ବ୍ୟୁରୋ : ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେମାନେ ହେଲେ ଭାରତୀୟ ଜନତା ପାର୍ଟି (ବିଜେପି)ର ଜୟ ଢୋଲକିଆ, ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ, ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ, ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି ।

ଅକ୍ଟୋବର ୨୪ ସୁଦ୍ଧା ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଥିବା ବେଳେ ଆସନ୍ତା ନଭେମ୍ବର ୧୧ ତାରିଖରେ ମତଦାନ ହେବ ଏବଂ ନଭେମ୍ବର ୧୪ ତାରିଖରେ ମତଗଣନା ନଭେମ୍ବର ୧୬ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 22 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 35 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 28 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 40 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର