ଘାସିରାମ ମାଝୀଙ୍କ ବିରୋଧରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ଦ୍ବାରସ୍ଥ ହେଲା ବିଜେପି

Spread the love

ଭୁବନେଶ୍ୱର(ଜେଏମଜେ ବ୍ୟୁରୋ) : ନୂଆପଡା କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ନାମରେ ନୂଆପଡା ଥାନାରେ ରୁଜୁ ହୋଇଥିବା ଦୁଇଟି ଅଭିଯୋଗର ଉପନିର୍ବାଚନ ପାଇଁ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ ହୋଇଥିବା ସତ୍ୟପାଠରେ ଉଲ୍ଲେଖ ହୋଇନାହିଁ ବୋଲି ଭାରତୀୟ ଜନତା ପାର୍ଟି (ବିଜେପି) ଅଭିଯୋଗ ଆଣିଛି।  ସାଧାରଣ ନିର୍ବାଚନ-୨୦୨୪ରେ ଦୁଇଟି ଅଭିଯୋଗ ୧୪୬/୨୦୨୨ ଏବଂ ୧୦/୨୦୧୮ ସଂପର୍କରେ ଶ୍ରୀ ମାଝୀ ନିର୍ବାଚନ ଆୟୋଗଙ୍କ ନିକଟରେ ଉଲ୍ଲେଖ କରିଥିଲେ, ଯାହାକି ବର୍ତମାନ ସୁଦ୍ଧା ମାନ୍ୟବର ଏସ୍‌ଡିଜେଏମ୍ କୋର୍ଟରେ ବିଚାରଧ୍ଵନ ଅଛି। ମାତ୍ର ଚଳିତ ଉପନିର୍ବାଚନ ପାଇଁ ଦାଖଲ କରିଥିବା ସତ୍ୟପାଠରେ କଂଗ୍ରେସ ପ୍ରାର୍ଥୀ ଶ୍ରୀ ମାଝୀ ଭକ୍ତ ଦୁଇଟି ମାମଲା ସଂପର୍କରେ ଜାଣିଶୁଣି ଉଲ୍ଲେଖ କରିନାହାନ୍ତି। ଏହା  ଜନପ୍ରତିନିଧ୍ଵ ଆଇନ-୧୯୫୧ ର ଧାରା ୧୨୫–‘କ’ ଅନୁଯାୟୀ ଧର୍ତବ୍ୟ ଅପରାଧ। ତେଣୁ ଆଇନ ଅନୁଯାୟୀ କଠୋର ଦଣ୍ଡବିଧାନ ସହ ତାଙ୍କ ନାମାଙ୍କନ ପତ୍ର ନାକଚ ହେବା ଉଚିତ୍ ବୋଲି ରାଜ୍ୟ ନିର୍ବାଚନ ଆୟୋଗଙ୍କ ନିକଟରେ ବିଜେପି ତରଫରୁ ଦାବି କରାଯାଇଛି।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 30 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 37 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 28 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 40 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର