ମହିଳା ବିଜେଡି କର୍ମୀ ଙ୍କୁ ସଙ୍ଘବଦ୍ଧ ଆକ୍ରମଣ: ବିଜେଡି ପକ୍ଷରୁ ଡିଜିପିଙ୍କୁ ଦାବିପତ୍ର ପ୍ରଦାନ

Spread the love

ଜେଏମଜେ ବ୍ୟୁରୋ : ଜଗତସିଂହପୁର ଜିଲ୍ଲାର ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ ଓ ବଳାତ୍କାର ଉଦ୍ୟମ ଘଟଣା । ପିଡ଼ିତା ବିଜେଡିର ଜଣେ ସକ୍ରିୟ କର୍ମୀ । ପୋଲିସ ଡିଜିଙ୍କୁ ଭେଟିଲା ବିଜେଡି ପ୍ରତିନିଧି ମଣ୍ଡଳୀ । ବିଜେଡ଼ି ମିଡ଼ିଆ ସେଲ୍ ନେତୃତ୍ଵରେ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ କଟକ ବକ୍ସି ବଜାର ସ୍ଥିତ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ପୋଲିସ ଡିଜିପିଙ୍କୁ ଭେଟିବା ସହ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ।

  • jmjnewso

    Related Posts

    ବୁଗୁଡ଼ା ପୋଲିସକୁ ବଡ଼ ସଫଳତା;ଅନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ୩ ଗିରଫ

    Spread the love

    Spread the loveବୁଗୁଡା,୨୨/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡା ପୋଲିସ ଥାନା ଅଧୀନସ୍ଥ ବାଲିପଦର ଫାଣ୍ଡି ପୋଲିସକୁ ମିଳିଛି ଏକ ବଡ ସଫଳତା। ଏକ ଆନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ତିନି ଜଣଙ୍କୁ ଗିରଫ କରିଛି ବାଲିପଦର ଫାଣ୍ଡି ପୋଲିସ। ଭଞ୍ଜନଗର…

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    Spread the love

    Spread the love ବୁଗୁଡ଼ା,୨୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଅବକାରୀ ଥାନା ପକ୍ଷରୁ ଅଚାନକ ଚଢାଉ କରାଯାଇ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଚଢିଆପଲ୍ଲୀଠାରେ ଏକ ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ କରି ଜଣେ ଆସାମୀଙ୍କୁ ଗିରଫ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    • By jmjnewso
    • September 22, 2026
    • 28 views
    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    • By jmjnewso
    • September 22, 2026
    • 16 views
    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    SIRକୁ ନେଇ ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    • By jmjnewso
    • September 22, 2026
    • 21 views
    SIRକୁ ନେଇ  ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    • By jmjnewso
    • September 22, 2026
    • 29 views
    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    • By jmjnewso
    • September 22, 2026
    • 26 views
    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

    • By jmjnewso
    • September 22, 2026
    • 16 views
    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ