ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ଆତ୍ମସମର୍ପଣ କରିଛନ୍ତି ଫେରାର୍ ଅଭିଯୁକ୍ତ ସୁଦର୍ଶନ ଜେନା

Spread the love

ଜେଏମଜେ ବ୍ୟୁରୋ : ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ଆସିଲା ବଡ ଅପଡେଟ୍ । ଆତ୍ମସମର୍ପଣ କରିଛନ୍ତି ଫେରାର୍ ଅଭିଯୁକ୍ତ ସୁଦର୍ଶନ ଜେନା । ବ୍ରହ୍ମପୁରର ବୈଦ୍ୟନାଥପୁର ଥାନାରେ ଆତ୍ମସମର୍ପଣ କରିଛନ୍ତି । ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସହେଯାଗୀ ଥିଲା ସୁଦର୍ଶନ ଜେନା । ସୂଚନାଯୋଗ୍ୟ, ପୀତବାସ ପଣ୍ଡା ହତ୍ୟା ମାମଲାର ପର୍ଦ୍ଦାଫାସ କରି ବିକ୍ରମ ପଣ୍ଡା ସମେତ ୧୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ଦେଇଥିଲେ ବ୍ରହ୍ମପୁର ଏସ୍ପି ।

ଏହା ସହ ସେ ବଡ ଖୁଲାସା କରି କହିଥିଲେ ଯେ ହତ୍ୟା କରିବା ପାଇଁ ୫୦ ଲକ୍ଷ ଟଙ୍କାର ଡିଲ୍ ହୋଇଥିଲା, ୧୦ ଲକ୍ଷ ଟଙ୍କା ଆଡଭାନ୍ସ ଦିଆଯାଇଥିଲା । ହତ୍ୟା ପରେ ଆଉ ୪୦ ଲକ୍ଷ ଟଙ୍କା ଦେବା ପାଇଁ ଡିଲ୍ ହୋଇଥିଲା ।

ଏହି ଘଟଣାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁ ଗିରଫ । କର୍ପୋରେଟର ମଳୟ ବିଷୋୟୀ ବି ଗିରଫ ହୋଇଛନ୍ତି । ବିକ୍ରମଙ୍କ ନିକଟତମ ସହେଯାଗୀ ମଦନ ଦଳେଇ ଗିରଫ ହୋଇଛନ୍ତି । କୁରୁପତି ଭୂୟାଁ, ସୁଦର୍ଶନ ଜେନା, ଚିଣ୍ଟୁ ପ୍ରଧାନ, ଶିଶୁ କୁମାର ପାସୱାନ, କୁନ୍ଦନ କୁମାର, ବିପିନ ସ୍ୱାଇଁ, ଯୋଗୀ ଦତ୍ତ, ଉମା ବିଷୋୟୀ, ଶିମାଞ୍ଚଳ ନାହାକ, ଯୋଗେନ୍ଦ୍ର ରାଉତ, ରାଜେନ୍ଦ୍ର କୁମାର ସାହୁ ଗିରଫ ହୋଇଛନ୍ତି । ଏହି ଘଟଣାରେ ୧୫ ଜଣଙ୍କ ସମ୍ପୃକ୍ତି ରହିଥିଲେ । ସୁଦର୍ଶନଙ୍କ ଆତ୍ମସମର୍ପଣ ପରେ ଗିରଫଦାରୀ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ୨ ଜଣ ଏବେ ବି ଫେରାର ଅଛନ୍ତି ।

  • jmjnewso

    Related Posts

    ବୁଗୁଡ଼ା ପୋଲିସକୁ ବଡ଼ ସଫଳତା;ଅନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ୩ ଗିରଫ

    Spread the love

    Spread the loveବୁଗୁଡା,୨୨/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡା ପୋଲିସ ଥାନା ଅଧୀନସ୍ଥ ବାଲିପଦର ଫାଣ୍ଡି ପୋଲିସକୁ ମିଳିଛି ଏକ ବଡ ସଫଳତା। ଏକ ଆନ୍ତଃଜିଲ୍ଲା ଚୋରି ଗ୍ୟାଙ୍ଗର ତିନି ଜଣଙ୍କୁ ଗିରଫ କରିଛି ବାଲିପଦର ଫାଣ୍ଡି ପୋଲିସ। ଭଞ୍ଜନଗର…

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    Spread the love

    Spread the love ବୁଗୁଡ଼ା,୨୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ଅବକାରୀ ଥାନା ପକ୍ଷରୁ ଅଚାନକ ଚଢାଉ କରାଯାଇ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଚଢିଆପଲ୍ଲୀଠାରେ ଏକ ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ କରି ଜଣେ ଆସାମୀଙ୍କୁ ଗିରଫ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    • By jmjnewso
    • September 22, 2026
    • 29 views
    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    • By jmjnewso
    • September 22, 2026
    • 16 views
    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    SIRକୁ ନେଇ ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    • By jmjnewso
    • September 22, 2026
    • 21 views
    SIRକୁ ନେଇ  ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    • By jmjnewso
    • September 22, 2026
    • 29 views
    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    • By jmjnewso
    • September 22, 2026
    • 26 views
    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

    • By jmjnewso
    • September 22, 2026
    • 19 views
    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ