ପୀତବାସ ପଣ୍ଡା ହତ୍ୟାକାଣ୍ଡ: ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୪ ଓକିଲ

Spread the love


ଜେଏମଜେ ବ୍ୟୁରୋ : ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯିବା ପରେ ଏବେ ରାଜନୈତିକ ବୟାନବାଜି ଆରମ୍ଭ ହୋଇଯାଇଛି। ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଗିରଫ କରାଯାଇଛି ବୋଲି ବିଜେଡି ଅଭିଯୋଗ କରିଛି।ଅନ୍ୟପକ୍ଷରେ, ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ।
ଏନେଇ ସେମାନେ ଆଜି କୋର୍ଟରେ ୱକାଲାତନାମା ଦାଖଲ କରିଛନ୍ତି। ବିକ୍ରମଙ୍କ ସହ କର୍ପୋରେଟର ମଳୟ ବିଷୋୟୀ ଏବଂ ବିଜେଡି ନେତା ମଦନ ଦଳେଇଙ୍କ ପାଇଁ ମଧ୍ୟ ଏହି ଓକିଲମାନେ ଲଢ଼ିବେ। ସେମାନଙ୍କ ଜାମିନ ପାଇଁ ଆଜି କୋର୍ଟରେ ଆବେଦନ କରାଯିବାର କାର୍ଯ୍ୟକ୍ରମ ରହିଛି।

  • jmjnewso

    Related Posts

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    Spread the love

    Spread the love ସୋରଡ଼ା : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି କରି ଅଭିଯୁକ୍ତ ଫେରାର…

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଓଡ଼ିଶା ଭିଜିଲାନ୍ସ ବିଭାଗ ରାଉରକେଲାର ଅବକାରୀ ଅଧୀକ୍ଷକ ଧନେଶ୍ୱର ବରାଡ଼ଙ୍କ ଗାଡ଼ିରେ ୫ ଲକ୍ଷ ଟଙ୍କାର ଲାଞ୍ଚ ଟଙ୍କା ନିଆଯାଉଥିବା ଅଭିଯୋଗରେ ଅଟକ ରଖାଯାଇଛି। ଧନେଶ୍ୱର ବରାଡ଼ ଅବକାରୀ ଲାଇସେନ୍ସଧାରୀଙ୍କଠାରୁ ବହୁ ପରିମାଣର…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ