ସମ୍ଭାବ୍ୟ ବାତ୍ୟା ଆଶଙ୍କା: ଯେକୌଣସି ମୂହୁର୍ତ୍ତରେ ଜଳଭଣ୍ଡାରରୁ ପାଣି ଛଡ଼ାଯିବାକୁ ଦିଆଗଲାଣି ଢେଣ୍ଡୁରା।

Spread the love


ଜେଏମଜେ ବ୍ୟୁରୋ : ବଙ୍ଗୋପସାଗର ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର। ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ ।
୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ।
ଲଘୁଚାପଜନିତ ବର୍ଷା ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ହେବାର ସମ୍ଭାବନା ରହିଛି। ବର୍ଷା ଯଦି ହେବ ତେବେ ଭଞ୍ଜନଗର, ଡହ ଏବଂ ସୋରଡ଼ା ଜଳଭଣ୍ଡାରରୁ ଯେକୌଣସି ମୂହୁର୍ତ୍ତରେ ପାଣି ଛଡାଯିବ। ଏଥିପାଇଁ ଭଞ୍ଜନଗର ଜଳସେଚନ ବିଭାଜନ ଅଧିକ୍ଷଣ ଯନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଭଞ୍ଜନଗର, ଡହ ସେକସନ ପକ୍ଷରୁ ଧେଣ୍ଡୁରା ମାଧ୍ୟମରେ ଗ୍ରାମବାସୀଙ୍କୁ ସଚେତନ କରାଯାଉଛି ।ଭଞ୍ଜନଗର ଜଳଭଣ୍ଡାରରେ ୯୦ ପ୍ରତିଶତ ପାଣି ମହଜୁଦ ଥିବା ବେଳେ ଡହ ରେ ୯୫ ପ୍ରତିଶତ ପାଣି ଅଛି। ବର୍ଷା ହେଲେ ଜଳଭଣ୍ଡାରରେ ଆଉ ଅଧିକ ପାଣି ମହଜୁଦ ରଖିବା ବିପଦ। ତେଣୁ ଜଳସମ୍ପଦ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟାକୁ ମୁକାବିଲା କରିବା ପାଇଁ ଭଞ୍ଜନଗର ଜଳସମ୍ପଦ ବିଭାଗ ପ୍ରସ୍ତୁତ ହୋଇଛି।

  • jmjnewso

    Related Posts

    ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

    Spread the love

    Spread the loveଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ…

    କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 1 ଅଗଷ୍ଟ 2026

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ