ରାସନକାର୍ଡ ହିତାଧିକାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ

Spread the love

ଜେଏମଜେ ବ୍ୟୁରୋ : ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର । ଏଣିକି କାର୍ଡ ପିଛା ଅଧିକ ୫ କେଜି ଅଧିକ ଚାଉଳ ଦେବେ ରାଜ୍ୟ ସରକାର । ଏନେଇ ସବୁ ଜିଲ୍ଲାପାଳମାନଙ୍କୁ ଯୋଗାଣ ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ । ଏଥିରେ ୧୯ ଜିଲ୍ଲାରେ ଉପକୃତ ହେବେ ୨କୋଟି ୪୦ ଲକ୍ଷ ହିତାଧିକାରୀ ।

ଅଧିକ ୫କେଜି ଚାଉଳ ମିଳିବା ନେଇ ଅନୁଗୁଳ, ବାଲେଶ୍ୱର, ବରଗଡ, ଭଦ୍ରକ, କଟକ, ଦେଓଗଡ, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, କେନ୍ଦ୍ରାପଡା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ ଜିଲାପାଳଙ୍କୁ ଚିଠି ଲେଖିଛି ଯୋଗାଣ ବିଭାଗ । ଏହି ଅତିରିକ୍ତ ଚାଉଳ ପୂର୍ବ ଭଳି ଆଧାର ସଂଯୁକ୍ତ ହିତାଧିକାରୀଙ୍କୁ ହିଁ ମିଳିବ । ଏହି ଯୋଜନା ଦ୍ଵାରା ୧୯ ଟି ଜିଲ୍ଲାର ୭୦.୪୭ ଲକ୍ଷରୁ ଅଧିକ ପରିବାର ଉପକୃତ ହେବେ । ନଭେମ୍ବର ୧୦ ତାରିଖ ସୁଦ୍ଧା ବଣ୍ଟନ ସାରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଜାତୀୟ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ମିଳିବ ଏହି ଲାଭ ।

  • jmjnewso

    Related Posts

    ରାସନ କାର୍ଡରୁ ବାଦ୍‌ ପଡିଲେ ୯ ଲକ୍ଷ ଅଧିକ ଅଯୋଗ୍ୟ ହିତାଧିକାରୀ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟରେ ନୂତନ ରାସନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି । ରାଜ୍ୟରେ ୯ ଲକ୍ଷ ୮୧ ହଜାର ୬୬୧ ଜଣ ଅଯୋଗ୍ୟ ହିତାଧିକାରୀ…

    ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା: ୧୧୫ ପୌରସଂସ୍ଥାକୁ ନୋଟିସ୍: ନିୟମ ନମାନିଲେ କାର୍ଯ୍ୟାନୁଷ୍ଠାନ.

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟରେ ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ନିୟମକୁ ଅଧିକ କଡ଼ାକଡ଼ି କରିବାକୁ ପଦକ୍ଷେପ ନେଇଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ। ପ୍ଲାଷ୍ଟିକ୍ ବର୍ଜ୍ୟ ପରିଚାଳନା ସହ ଜଡ଼ିତ ନିୟମର ଅନୁପାଳନ ଓ କମନ୍ ଏକ୍ସଟେଣ୍ଡେଡ୍…

    Leave a Reply

    Your email address will not be published. Required fields are marked *

    You Missed

    ରାସନ କାର୍ଡରୁ ବାଦ୍‌ ପଡିଲେ ୯ ଲକ୍ଷ ଅଧିକ ଅଯୋଗ୍ୟ ହିତାଧିକାରୀ

    • By jmjnewso
    • September 23, 2026
    • 31 views
    ରାସନ କାର୍ଡରୁ ବାଦ୍‌ ପଡିଲେ ୯ ଲକ୍ଷ ଅଧିକ ଅଯୋଗ୍ୟ ହିତାଧିକାରୀ

    ଡ୍ରେଇନ ପାଣି ରେ ଉବୁଟୁବୁ ସୂର୍ଯ୍ୟନଗର ବାସୀ :ସମସ୍ୟା ସୁଧାର ପାଇଁ ଆଗେଇ ଆସିଲେ ତହସିଲଦାର

    • By jmjnewso
    • September 23, 2026
    • 91 views
    ଡ୍ରେଇନ ପାଣି ରେ ଉବୁଟୁବୁ ସୂର୍ଯ୍ୟନଗର ବାସୀ :ସମସ୍ୟା ସୁଧାର ପାଇଁ ଆଗେଇ ଆସିଲେ ତହସିଲଦାର

    ତାରାତାରିଣୀ ପାହାଡ଼ ରୁ ଖସିଲା ମାଟି ଅତଡ଼ା।

    • By jmjnewso
    • September 23, 2026
    • 42 views
    ତାରାତାରିଣୀ ପାହାଡ଼ ରୁ ଖସିଲା ମାଟି ଅତଡ଼ା।

    ଦିନ ତମାମ ମେଘୁଆ ପାଗ ସହ ବର୍ଷା: ବେଳାଭୂମିକୁ ପର୍ଯ୍ୟଟକଙ୍କୁ ବାରଣ

    • By jmjnewso
    • September 23, 2026
    • 27 views
    ଦିନ ତମାମ ମେଘୁଆ ପାଗ ସହ ବର୍ଷା:  ବେଳାଭୂମିକୁ ପର୍ଯ୍ୟଟକଙ୍କୁ ବାରଣ

    କରସିଂଙ୍ଗିରେ ସେବା ସେତୁ ଅଭିଯାନ

    • By jmjnewso
    • September 23, 2026
    • 28 views
    କରସିଂଙ୍ଗିରେ ସେବା ସେତୁ ଅଭିଯାନ

    ସାରୁବନ୍ଧ ଘାଇ କାମରେ ଅନିୟମିତତା ଅଭିଯୋଗ!

    • By jmjnewso
    • September 23, 2026
    • 31 views
    ସାରୁବନ୍ଧ ଘାଇ କାମରେ ଅନିୟମିତତା ଅଭିଯୋଗ!