ବାତ୍ୟା ନାଁ ‘ମୋନ୍ଥା’ କାହିଁକି

Spread the love

ଜେଏମଜେ ବ୍ୟୁରୋ : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟାର ନାମ ଥାଇ ଭାଷାରେ ‘ମୋନ୍ଥା’ ରଖାଯିବ। ଥାଇଲାଣ୍ଡରେ ଅର୍ଥାତ୍‌ ଥାଇ ଭାଷାରେ ‘ମୋନ୍ଥା’ର ଅର୍ଥ ସୁଗନ୍ଧିତ ଫୁଲ ବା ସୁନ୍ଦର ଫୁଲ। ବାତ୍ୟାଗୁଡିକୁ ବିଶ୍ବ ପାଣିପାଗ ସଂସ୍ଥା ପକ୍ଷରୁ ନାମକରଣ କରାଯାଇଥାଏ। ଟ୍ରପିକାଲ ସ୍ଲାଇକ୍ଲୋନ ପାଇଁ ୧୩ଟି ଦେଶ ନାମକରଣ କରିଥାନ୍ତି। ଏହି ଦେଶଗୁଡ଼ିକ ହେଉଛନ୍ତି ଭାରତ, ବାଂଲାଦେଶ, ଇରାନ, ମାଳଦୀପ, ମ୍ୟାନ୍‌ମାର୍‌, ଓମାନ, ପାକିସ୍ତାନ, କତାର, ସାଉଦିଆରବ, ଶ୍ରୀଲଙ୍କା, ଥାଇଲାଣ୍ଡ, ୟୁଏଇ ଏବଂ ୟେମେନ। ପ୍ରତି ଦେଶ ବାତ୍ୟାର ନାମକରଣ ପାଇଁ ଏକ ନାମ ତାଲିକା ପ୍ରଦାନ କରିଥାନ୍ତି। ଏହାକୁ ବିଶ୍ବ ପାଣିପାଗ ସଂସ୍ଥା ବ୍ୟବହାର କରିଥାଏ। ସାଇକ୍ଲୋନକୁ ଚିହ୍ନଟ, ଟ୍ରାକ ଓ ବିପର୍ଯ୍ୟୟ ସଚେତନତା ପାଇଁ ନାମଗୁଡିକୁ ବ୍ୟବହାର କରାଯାଇଥାଏ। ଓଡ଼ିଶାରେ ମହାବାତ୍ୟା ପରେ ବାତ୍ୟାଗୁଡିକର ନାମକରଣ କରାଯାଉଛି।

  • jmjnewso

    Related Posts

    ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

    Spread the love

    Spread the loveଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ…

    କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ