ବାତ୍ୟା ମୋନ୍ଥା ପାଇଁ ପାରାଦୀପରେ ସତର୍କ ସୂଚନା..

Spread the love

ଜେଏମଜେ ବ୍ୟୁରୋ : ଭୀଷଣ ବାତ୍ୟା ମୋନ୍ଥା ପାଇଁ ପାରାଦୀପରେ ସତର୍କ ସୂଚନା ଜାରି କରାଯାଇଛି। ମତ୍ସ୍ୟ ବିଭାଗ ଓ ସାମୁଦ୍ରିକ ପୁଲିସ ପକ୍ଷରୁ ମାଇକ୍ ଦ୍ଵାରା ଲୋକମାନଙ୍କୁ ସତର୍କ କରାଯାଇଛି। ନେହେରୁ ବଙ୍ଗଳା , ଫିସିଂ ହାର୍ବର , ଅଠରବାଙ୍କି ଏବଂ ଷଣ୍ଢକୁଦରେ ପ୍ରଚାର କରାଯାଉଛି। ନୂଆବଜାର , ଚୌମୁହାଣି ଅଞ୍ଚଳରେ ବି ମାଇକ୍ ଦ୍ଵାରା ପ୍ରଚାର କରାଯାଉଛି।
୨୯ ତାରିଖ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଏବଂ ଯେଉଁମାନେ ସମୁଦ୍ରରେ ଅଛନ୍ତି, ସେମାନଙ୍କୁ ତୁରନ୍ତ କୂଳକୁ ଫେରି ଆସିବାକୁ ଅପିଲ କରାଯାଇଛି।

ତେବେ ଆନ୍ଧ୍ର ମୁହାଁ ହେଉଥିବା ବାତ୍ୟା ‘ମୋନ୍ଥା’ କାକିନଡ଼ାପାଖରେ ଲ୍ୟାଣ୍ଡଫଲ କରିବ । ୨୮ ତାରିଖ ସନ୍ଧ୍ୟା ପରେ କାକିନଡ଼ାପାଖରେ ଲ୍ୟାଣ୍ଡଫଲ କରିବ ବୋଲି ଆଞ୍ଚଳିକ ପାଣିପାଗ ନିଦେ୍ର୍ଧଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ଭିତରେ କାକିନଡ଼ାପାଖରେ ଲ୍ୟାଣ୍ଡଫଲ କରିବ ବାତ୍ୟା ।

  • jmjnewso

    Related Posts

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି…

    ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : ସମ୍ଭାବ୍ୟ ଲଘୁଚାପକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ସମ୍ଭାବ୍ୟ ପ୍ରବଳ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଆରମ୍ଭ ହୋଇଛି ପ୍ରସ୍ତୁତି । ଆଜିଠାରୁ ୨୨ ତାରିଖ ଯାଏଁ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    • By jmjnewso
    • September 22, 2026
    • 32 views
    ପ୍ରବଳ ବର୍ଷିବ ଆଲର୍ଟ, ବଢ଼ିଲା ଭୂସ୍ଖଳନ ଭୟ : ଦୁଇ ଦିନ କଳିଙ୍ଗା ଘାଟିରେ ଯାତାୟାତ ବନ୍ଦ

    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    • By jmjnewso
    • September 22, 2026
    • 16 views
    ଓଡ଼ିଶା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ : ଏକାଠି ହୋଇ ପଞ୍ଚାୟତ ନିର୍ବାଚନ ଲଢିବାକୁ ଆହ୍ବାନ

    SIRକୁ ନେଇ ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    • By jmjnewso
    • September 22, 2026
    • 21 views
    SIRକୁ ନେଇ  ଗଜପତି ରେ ଅସନ୍ତୋଷ, ଭୋଟର ତାଲିକାରୁ ବାଦ୍ ପଡ଼ିଲେ ତିବ୍ବତୀୟ, ପୁନଃବିଚାର ପାଇଁ ଦାବି

    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    • By jmjnewso
    • September 22, 2026
    • 29 views
    ଆଗକୁ ପଞ୍ଚାୟତ ନିର୍ବାଚନ ପୂର୍ବରୁ SIR ଝଟକା : ଗଞ୍ଜାମ ଜିଲ୍ଲାରେ ବାଦ ପଡ଼ିଲେ ୨ ଲକ୍ଷ ଭୋଟର

    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    • By jmjnewso
    • September 22, 2026
    • 26 views
    ଟାଟା ପାୱାରର ଯୋଜନା, ଓଡ଼ିଶାରେ ନିବେଶ କରିବ ୯୧୯୩ କୋଟି: ଉପଭୋକ୍ତା ମହାସଂଘ ର ଜୋରଦାର ବିରୋଧ

    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ

    • By jmjnewso
    • September 22, 2026
    • 20 views
    ବିଜେଡିର ଡେଡଲାଇନ : ଆଜି ରାତି ସୁଦ୍ଧା ଇସ୍ତଫା ଦିଅ, ନହେଲେ ବିଧାନସଭା ଘେରାଉ