ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମନ୍ଥା’।

Spread the love

ଜେଏମଜେ ବ୍ୟୁରୋ : ଭୀଷଣ ବାତ୍ୟା ମନ୍ଥାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ଅପଡେଟ୍ ମିଳିଛି। ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମନ୍ଥା’। ମଚ୍ଛଲିପଟ୍ଟନମ-କଳିଙ୍ଗପଟ୍ଟନମ ଦେଇ ସ୍ଥଳଭାଗ ଅତିକ୍ରମ କରିବା ନେଇ ସୂଚନା ମିଳିଛି। କାକିନାଡ଼ା ପାଖାପାଖି ୨୮ ତାରିଖ ସନ୍ଧ୍ୟା ଏବଂ ରାତ୍ରି ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି।
ତେବେ ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ପବନ ବହିବ। ୨୭ ତାରିଖ ସକାଳେ ଅଧିକ ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବାତ୍ୟାରେ ପରିଣତ ହେବ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ର ପ୍ରଦେଶ ଉପକୂଳ ଆଡ଼େ ମୁହାଁଇବ। ୨୮ ତାରିଖ ବେଳକୁ ଭୀଷଣ ବାତ୍ୟାର ରୂପ ନେବ ‘ମନ୍ଥା’ ।ଦକ୍ଷିଣ ଓଡିଶାରେ ୬୦ରୁ ୭୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଉପକୂଳବର୍ତ୍ତି ପୁରୀ, ଖୋର୍ଦ୍ଧା, କନ୍ଧମାଳ ଜିଲ୍ଲାରେ ୫୦ରୁ ୭୦ କିମି ପବନ ବହିପାରେ। ଏ ନେଇ ଆଞ୍ଚଳିକ ପାଣିପାଗ ନିର୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

  • jmjnewso

    Related Posts

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    Spread the love

    Spread the loveଜେଏମଜେ ବ୍ୟୁରୋ : ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର ଘୂର୍ଣ୍ଣିିଝଡ଼ ଋତୁର ଏକ ପ୍ରମୁଖ ପର୍ଯ୍ୟାୟ ବୋଲି…

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ