ବାତ୍ୟା ମୋନ୍ଥା ପ୍ରଭାବରେ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

Spread the love

ଜେଏମଜେ ବ୍ୟୁରୋ: ବାତ୍ୟା “ମୋନ୍ଥା” ପଶ୍ଚିମକେନ୍ଦ୍ରୀୟ ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ଅଞ୍ଚଳଗୁଡ଼ିକ ଉପରେ ଅବସ୍ଥିତ ଏହା ପ୍ରଭାବରେ ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

ଏହାକୁ ନେଇ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଆସନ୍ତାକାଲିଠୁ ୩୦ ଯାଏଁ ୮ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ। ସେହି ଜିଲ୍ଲା ମଧ୍ୟରେ ରହିଛି- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ବନ୍ଦ ରହିବ ସ୍କୁଲ। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ମଧ୍ୟ ବାତିଲ୍ କରାଯାଇଛି।

ବାତ୍ୟାର ଗତିପଥରେ ସମ୍ଭାବ୍ୟ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, ଦକ୍ଷିଣ ଓଡ଼ିଶାର ଆଠଟି ଜିଲ୍ଲାର ତଳିଆ ଏବଂ ପାହାଡିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। ଯେଉଁଠାରେ ଭୂସ୍ଖଳନ ସମ୍ଭାବନା ଅଧିକ ସେଠାରୁ ଲୋକଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଉଛି।

ଅପରପକ୍ଷରେ ଏହି ଜିଲ୍ଲାଗୁଡ଼ିକର ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ବୋଲି ସ୍ୱତନ୍ତ୍ର ରିଲିଫ୍ କମିଶନରଦେଓରଞ୍ଜନ କୁମାର ସିଂହ ସୋମବାର ସୂଚନା ଦେଇଛନ୍ତି।

  • jmjnewso

    Related Posts

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର ନେବା ପାଇଁ ସେ ପୂର୍ବରୁ ଦେଇଥିବା…

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ପୁଣି ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି । ଆସନ୍ତା ୨୨ତାରିଖରେ ହେବ ପରବର୍ତ୍ତୀ ଶୁଣାଣି । ଆଜିର ଶୁଣାଣି ବେଳେ ରାଜ୍ୟ ସରକାରଙ୍କ ପ୍ରସ୍ତାବ ଏବଂ ଡିଜି ଚୟନ ସମ୍ପୂର୍ଣ୍ଣ ଆଇନ…

    Leave a Reply

    Your email address will not be published. Required fields are marked *

    You Missed

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 29 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 21 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 19 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 36 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..