ତୀର୍ଥ ଯାତ୍ରା ରୁ ମହାଯାତ୍ରା..

Spread the love

ଜେଏମଜେ ବ୍ୟୁରୋ : ଗଞ୍ଜାମ ପୋଲସରା ରୁ ଉତ୍ତର ଭାରତ ଅଭିମୁଖେ ବସ ଯୋଗେ ତୀର୍ଥଯାତ୍ରା ରେ ଯାଇଥିଲେ 45 ଯାତ୍ରୀ..ଅକ୍ଟୋବର 2 ରେ ଘରକୁ ଫେରିବାର ଥିଲା ହେଲେ କବିସୂର୍ଯ୍ୟନଗର ର ପଦ୍ମନାଭ ରଥ ଓ ତାଙ୍କ ସ୍ତ୍ରୀ ସେହି ଗାଡି ରେ ମଧ୍ୟ ଉତ୍ତର ଭାରତ ଯାଇଥିଲେ..କିନ୍ତୁ ଦୈବ ର ଖେଳ ରେ ପବିତ୍ର ବଦ୍ରୀନାଥ ରେ ଟଳି ପଡିଲେ କବିସୂର୍ଯ୍ୟନଗର ର ଜଣାଶୁଣା ପୂର୍ବତନ କାଉନସିଲର ପଦ୍ମନାଭ ରଥ.. ଯାହା ସୂଚନା ରହିଛି ପିତୃ ପୁରୁଷ ଙ୍କୁ ପିଣ୍ଡ ଦାନ କରି ବଦ୍ରୀନାଥ ରୁ ଫେରିବା ସମୟରେ ହୃଦଘାତ ରେ ଅକାଳ ମୃତ୍ୟୁ ଖବର ଚାରିଆଡେ ପ୍ରଚାର ହେଲା ଖବର ପାଇ ସମ୍ପର୍କକୀୟ ମାନେ ପହଞ୍ଚି ସ୍ବର୍ଗତ ରଥ ଙ୍କ ରିସିକେଶ ଠାରେ ଶେଷକୃତ୍ୟ ସମ୍ପନ୍ନ କରି ଫେରିଥିବା ଜଣାଯାଇଛି.
ସେ ଜଣେ ରାଜନେତା, ମେଳାପୀ, ମିଷ୍ଠଭାସି ବ୍ୟକତ୍ୱ ଥିଲେ. ସେ କବିସୂର୍ଯ୍ୟନଗର ରେ କାଉନସିଲର ଥିଲେ.. ଏଭଳି ଅକାଳ ମୃତ୍ୟୁ ଖବର ପାଇ ବିଭିନ୍ନ ମହଲ ରେ ଶୋକ ଖେଳିଯାଇଛି.

  • Related Posts

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    Spread the love

    Spread the loveଜେଏମଜେ ବ୍ୟୁରୋ : ଆସନ୍ତାକାଲି ପବିତ୍ର ଗଣେଶ ଚତୁର୍ଥୀ। ଧରାପୃଷ୍ଠକୁ ଓହ୍ଲାଇବେ ବିଘ୍ନହର୍ତ୍ତା, ସିଦ୍ଧିଦାତା ପ୍ରଭୁ ଶ୍ରୀଗଜାନନ। ବାପ୍ପାଙ୍କ ଆଗମନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର ପରିବେଶ। ଶେଷ ପର୍ୟ୍ୟାୟରେ ପହଞ୍ଚିଛି ପୂଜା ମଣ୍ଡପର ସାଜସଜ୍ଜା, ମୂର୍ତ୍ତି…

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    Spread the love

    Spread the loveଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶାସନ ଏବଂ ଜନସେବାର ୨୫ ବର୍ଷ ପୂରଣ କରୁଛନ୍ତି। ଏହି ଅବସରରେ ୧୭ ସେପ୍ଟେମ୍ବରରୁ ୧୭ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ସାରା ଦେଶରେ “ସେବା ସଂକଳ୍ପ ଅଭିଯାନ” ଆରମ୍ଭ ହେବ।…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 27 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 31 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 27 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 49 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 33 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 55 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ