ବାତ୍ୟା ମୁକାବିଲା ପାଇଁ ମହାପ୍ରସ୍ତୁତି ଚାଲିଛି

Spread the love

ଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି। ବାତ୍ୟା ପ୍ରସ୍ତୁତି ନେଇ ତଟରକ୍ଷୀ ବାହିନୀ ସହିତ ଆଲୋଚନା ହୋଇଛି। ସମୁଦ୍ର ମଧ୍ୟରେ ରହିଯାଇଥିବା ଟ୍ରଲରଗୁଡ଼ିକୁ ସୁରକ୍ଷିତ ଭାବରେ କୂଳକୁ ଆଣିବା ପାଇଁ ବ୍ୟବସ୍ଥା କରାଯାଇଛି। ବର୍ତ୍ତମାନ ସୁଦ୍ଧା ସର୍ବାଧିକ ପ୍ରଭାବିତ ଆଶଙ୍କା ଥିବା ୮ଟି ଜିଲ୍ଲାରେ ୧୪୦ଟି ଓଡ୍ରାଫ୍‌, ଏନ୍‌ଡିଆରଏଫ୍‌ ଓ ଅଗ୍ନିଶମ ବିଭାଗର ଦଳ ମୁତୟନ ହୋଇଛନ୍ତି। ସବୁ ଜିଲ୍ଲାରେ ବରିଷ୍ଠ ଅଧିକାରୀମାନଙ୍କୁ ବାତ୍ୟା ପରିଚାଳନାର ଦାୟିତ୍ୱ ଦିଆଯାଇଛି। ବାତ୍ୟା ପରବର୍ତ୍ତୀ ସମୟରେ ଯଦି ବିଦ୍ୟୁତ୍ ସେବାରେ ବ୍ୟାଘାତ ହୁଏ, ତେବେ ୨୪ ଘଣ୍ଟା ମଧ୍ୟରେ ଏହାକୁ ପୁନସଂସ୍ଥାପନ କରିବାକୁ ବ୍ୟବସ୍ଥା କରାଯାଇଛି।

ବର୍ତ୍ତମାନ ସୁଦ୍ଧା ୮ଟି ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲାର ୧୪୪୫ଟି ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରାୟ ୩ ହଜାର ଲୋକଙ୍କୁ ସ୍ଥାନାନ୍ତରିତ କରାଯାଇଛି ଏବଂ ୩୨ ହଜାର ୫୨୮ ଜଣ ଲୋକଙ୍କୁ ନିରାପଦ ଭାବେ ସ୍ଥାନାନ୍ତର କରାଯିବାର ଲକ୍ଷ୍ୟ ରଖାଯାଇଛି। ଆଶ୍ରୟସ୍ଥଳୀମାନଙ୍କରେ ଆବଶ୍ୟକତା ଅନୁଯାୟୀ ଶୁଖିଲା ଖାଦ୍ୟ ସହ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ୧୪୯୬ ଆସନ୍ନ ପ୍ରସବା ମହିଳାଙ୍କୁ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଥିବାବେଳେ ଆହୁରି ୭୬୦ ଜଣ ମହିଳାଙ୍କୁ ସ୍ଥାନାନ୍ତର ପାଇଁ ପ୍ରସ୍ତୁତି ଚାଲିଛି।

  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 24 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 20 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ