ଓୟୁଡବ୍ଲ୍ୟୁଜେ ଗଞ୍ଜାମ ଶାଖା ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ

Spread the love

ଜେଏମଜେ ବ୍ୟୁରୋ : ଓଡିଶା କର୍ମଜୀବୀ ସାମ୍ବାଦିକ ସଙ୍ଘ ଗଞ୍ଜାମ ଜିଲ୍ଲା ଶାଖା ଆନୁକୂଲ୍ୟରେ ବ୍ରହ୍ମପୁର ରାଜସ୍ୱ ଡାକ ବଙ୍ଗଳା ଠାରେ ଜିଲ୍ଲା ସଭାପତି ଅରୁଣ କୁମାର ପଣ୍ଡା ଙ୍କ. ସଭାପତିତ୍ୱ ରେଏକ ବୈଠକ ଅନୁଷ୍ଠିତ ହୋଇଯାଇଛି…
ଅନୁଷ୍ଠିତ ବୈଠକ ରେମୁଖ୍ୟ ଅତିଥି ଭାବେ ରାଜ୍ୟ ସାଧାରଣ ସମ୍ପାଦକ ନିରଞ୍ଜନ ବିଶ୍ୱାଳ, ରାଜ୍ୟ ସମ୍ପାଦକ ନାରାୟଣୀ ପ୍ରସାଦ ମିଶ୍ର,ଆଇନ ପରାମର୍ଶଦାତା କୁମୁଦ ନାରାୟଣ ଦେଓବାବୁ , କଟକ ଜିଲ୍ଲା ସମ୍ପାଦକ ଶରତ ଚନ୍ଦ୍ର ଦାଶ, ଜିଲ୍ଲା ସାଧାରଣ ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ମହାରଣା, ବିବେକାନନ୍ଦ ସାହୁ, ଶ୍ରୀରାମ ସ୍ୱାଇଁ, ନୟାଗଡ ଜିଲ୍ଲା ସଭାପତି ଦିଲୀପ କୁମାର ନାୟକ ଙ୍କ ସମେତ ବହୁ କର୍ମକର୍ତା ଉପସ୍ଥିତ ଥିଲେ..
ବୈଠକ ରେ ସାମ୍ବାଦିକ ସୁରକ୍ଷା, ପେନସନ ଉପରେ ଆଲୋଚନା କରାଯାଇଥିଲା. ଗଞ୍ଜାମ ଜିଲ୍ଲା ୟୁନିଟ କିପରି ସଙ୍ଘଠିତ ହେବ ତାହା ଉପରେ ଉପସ୍ଥିତ ସଭ୍ୟ ମାନେ ମତ ବ୍ୟକ୍ତ କରିଥିଲେ..
ଶେଷରେ ଗଞ୍ଜାମ ଜିଲ୍ଲା କମିଟି ଗଠନ କରାଯାଇଥିବା ଜଣାଯାଇଛି.

  • Related Posts

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହାକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଘରଦ୍ୱାର ସଫାସୁତରାଠାରୁ ଆରମ୍ଭ କରି ନୂଆ ବସ୍ତ୍ର, ପୂଜା ସାମଗ୍ରୀ ଓ ବିଭିନ୍ନ ଖାଦ୍ୟପଦାର୍ଥ କିଣାକିଣିରେ…

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 68 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ