ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲା: ଗିରଫ ହୋଇଥିବା ୧୧୪ଜଣଙ୍କୁ ମିଳିଲା ଜାମିନ୍

Spread the love

ଜେଏମଜେ ବ୍ୟୁରୋ : ଓଡ଼ିଶା ପୁଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ ଗିରଫ ହୋଇଥିବା ୧୧୪ଜଣ ଆଶାୟୀଙ୍କୁ bail ମିଳିଛି। ସେମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି ବ୍ରହ୍ମପୁର ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟ.। ଓଡ଼ିଶା ପୁଲିସ ସନ୍‌ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି କେଳେଙ୍କାରୀ ମାମଲାରେ ଗିରଫ ହୋଇଥିବା ୧୧୪ଜଣ ଆଶାୟୀଙ୍କୁ ଜାମିନ ମିଳିଛି। ସେମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି ବ୍ରହ୍ମପୁର ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟ। ସେମାନେ ଆଜି ବ୍ରହ୍ମପୁର ମଣ୍ଡଳ କାରାଗାରରୁ ବାହାରିବେ। ୫୦ ହଜାର ସହ 2ଜଣ ଜାମିନଦାରଙ୍କ ମୁଚାଲିକାରେ ମିଳିଛି ଜାମିନ। ଏମାନେ ସମସ୍ତେ vijayawada ଯାଉଥିବା ବେଳେ ପୁଲିସ ସେମାନଙ୍କୁ ଗିରଫ କରିଥିଲା। ଏମାନେ ଟଙ୍କା ଦେଇ ଚାକିରି କରିବା ଯୋଜନାରେ ଥିଲେ। ଏହି ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ଏବେ ପୁଲିସ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ ଖୋଜୁଛି। 

  • jmjnewso

    Related Posts

    ଭଞ୍ଜନଗର ଥାନାରେ ତୃତୀୟ ମୋବାଇଲ ମେଳା

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଚଳିତ ବର୍ଷର ତୃତୀୟ ମୋବାଇଲ ମେଳା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୩୫ଟି…

    କୁଶପଡା ରେ ନିଆରା ବାହୁଡା଼ ଯାତ୍ରା

    Spread the love

    Spread the love ଦିଗପହଣ୍ଡି : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଓଡ଼ିଶା ରାଜ୍ୟ ଗଂଜାମ ଜିଲ୍ଲା ଦିଗପହଣ୍ଡିର କୁଶପଡ଼ାରେ ଗ୍ରାମରେ କବିରୀଜ ଡ଼କ୍ଟର ଗଜାନନ ତ୍ରିପାଠୀ ଆଇନଜୀବୀ ଏବଂ ସାମ୍ବାଦିକ ଙ୍କ ଦ୍ବାରା ପ୍ରତିଷ୍ଠିତ ଚତୁର୍ଦ୍ଧା ଦୁରୁ ଦିଅଁ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…