ଓଡ଼ିଶାରେ ହେବ ୯୨ଟି ରେଳ ଓଭରବ୍ରିଜ୍

Spread the love

ଭୁବନେଶ୍ଵର: (ଜେଏମଜେ ବ୍ୟୁରୋ ): ଭିଡ଼ରେ ଆଉ ଫସିବେନି, ରେଲୱେ ଫାଟକରେ ଆଉ ଅଟକିବାକୁ ପଡ଼ିବନି । ବ୍ରିଜ୍ ଚଢ଼ିବେ, ସିଧା ଗନ୍ତବ୍ୟ ସ୍ଥଳରେ ପହଞ୍ଚିବେ । ଆଜ୍ଞା ହଁ, ଓଡ଼ିଶାରେ ନିର୍ମାଣ ହେବ ୯୨ଟି ରେଳ ଓଭରବ୍ରିଜ୍‌ । ଏହି ନିର୍ମାଣର ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ କେନ୍ଦ୍ର ସରକାର ।ଏଥିପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟ ଆବଶ୍ୟକ ଅନୁମୋଦନ ପ୍ରଦାନ କରିଛନ୍ତି ।

ଏନେଇ ସୋସିଆଲ୍ ମିଡିଆ X ମାଧ୍ୟମରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, “ଓଡ଼ିଶାରେ ରେଳ ଭିତ୍ତିଭୂମି ସୁଦୃଢ଼ କରୁଥିବାରୁ ହୃଦୟରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଉଛି

  • jmjnewso

    Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026