ଦେବୋଉତ୍ଥାପନୀ ଏକାଦଶୀରେ ଜଗନ୍ନାଥଙ୍କୁ ଦର୍ଶନ କଲେ ହଜାର ହଜାର ଭକ୍ତ.

Spread the love

ଖଲିକୋଟ : (ଜେଏମଜେ ନ୍ୟୁଜ ): ଦେବୋଉତ୍ଥାପନୀ ଏକାଦଶୀରେ ଜଗନ୍ନାଥଙ୍କୁ ହଜାର ହଜାର ଭକ୍ତ ଦର୍ଶନ କଲେ..ଓଡିଶାର ଦ୍ୱତୀୟ ବୃହତମ ଜଗନ୍ନାଥ ମନ୍ଦିର ଖଲ୍ଲିକୋଟ ଠାରେ ଗଂଜାମ ଓ ଖୋର୍ଦ୍ଧା ଜିଲ୍ଲାର ପ୍ରାୟ 20ହଜାରରୁ ଉର୍ଦ୍ଧ ଭକ୍ତ ଜଗନ୍ନାଥଙ୍କ ଦର୍ଶନ କରିଥିଲେ l ଆଜି ଦେବୋ ଉତ୍ଥାପନୀ ବଡ ଏକାଦଶୀ ଠାରୁ ଅଶୁଦ୍ଧ କାଳ ଓ ଚତୁର୍ମାସିଆ ସରି ସୁଦ୍ଧ କାଳ ଓ ଶୁଭ କାର୍ଯ୍ୟ ଏବର୍ଷ ପାଈଁ ଆରମ୍ଭ ହେଲା ଏହା ହିନ୍ଦୁ ଧର୍ମର ଏକ ବଡ ପର୍ବ l ଖଲ୍ଲିକୋଟ ଜଗନ୍ନାଥ ମନ୍ଦିରରେ ସକାଳ ଭୋର 5ଘଣ୍ଟା ରୁ ଅପରାହ୍ନ 2 ଟା ଯାଏଁ ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗିରହିଥିଲା.

ଗଞ୍ଜାମ ଜିଲ୍ଳାର ଖଲ୍ଲିକୋଟ, ବେଗୁନିଆପଡା, ପୁରୁଷୋତ୍ତମପୁର, ଗଞ୍ଜାମ, ଛତ୍ରପୁର, କବିସୂର୍ଯ୍ୟନଗର, ଆସ୍କା, ଧରାକୋଟ ବ୍ଲକର ଜଗନ୍ନାଥ ପ୍ରେମୀ ମାନଙ୍କ ଦର୍ଶନ ପାଈଁ ଗହଳି ଚାଲିଥିଲା ବେଳେ ପଡୋଶୀ ଖୋର୍ଦ୍ଧା ଜିଲ୍ଲାର ଚିଲିକା ଓ ବାଣପୁର ବ୍ଲକର ଭକ୍ତମାନେ ଜଗନ୍ନାଥ ଦର୍ଶନପାଈଁ ଭିଡ଼ ଜମାଇଥିଲେ.. ଖଲ୍ଲିକୋଟ ପୋଲିସ ପକ୍ଷରୁ ଟ୍ରାଫିକ ସହ ଭକ୍ତଙ୍କ ଭିଡ଼କୁ ନିୟନ୍ତ୍ରଣ କରି ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ l ଯାହା ଫଳରେ ଭକ୍ତମାନେ ବିନା ଅଘଟଣରେ ଜଗନ୍ନାଥ ଦର୍ଶନ କରି ଫେରିଥିଲେ.ବୋଲି କୁହାଯାଇଛି.
ଖଲିକୋଟ ରୁ ଶ୍ରୀନିବାସ ସାହୁ ଙ୍କ ରିପୋର୍ଟ…

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 17 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 28 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ