ଓଡିଶାକୁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ମଂଜୁର

Spread the love

ଜେଏମଜେ ବ୍ୟୁରୋ : କେନ୍ଦ୍ର ସରକାର ଓଡ଼ିଶାର ଗ୍ରାମାଞ୍ଚଳ ସ୍ଥାନୀୟ ସଂସ୍ଥାଗୁଡ଼ିକ (Rural Local Bodies) ପାଇଁ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୪୦୦ କୋଟି ଟଙ୍କାରୁ ଅଧିକ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ଜାରି କରିଛନ୍ତି। ଏହି ଅର୍ଥ ରାଜ୍ୟର ଜିଲା ପରିଷଦ, ପଞ୍ଚାୟତ ସମିତି ଏବଂ ଗ୍ରାମ ପଞ୍ଚାୟତଗୁଡ଼ିକ ପାଇଁ ଉଦ୍ଦିଷ୍ଟ।ଭାରତ ସରକାର ପଞ୍ଚାୟତିରାଜ ମନ୍ତ୍ରଣାଳୟ ଏବଂ ଜଳ ଶକ୍ତି ମନ୍ତ୍ରଣାଳୟ (ପାନୀୟ ଜଳ ଏବଂ ପରିମଳ ବିଭାଗ) ମାଧ୍ୟମରେ ପଞ୍ଚାୟତିରାଜ ଅନୁଷ୍ଠାନ ଏବଂ ଗ୍ରାମୀଣ ସ୍ଥାନୀୟ ସଂସ୍ଥା ପାଇଁ ରାଜ୍ୟଗୁଡିକୁ ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ପ୍ରଦାନ କରିବାକୁ ସୁପାରିସ କରିଥାନ୍ତି। ଅର୍ଥ ମନ୍ତ୍ରଣାଳୟ ପରବର୍ତ୍ତି ସମୟରେ ପ୍ରତି ଆର୍ଥିକ ବର୍ଷରେ ଦୁଇଟି କିସ୍ତିରେ ଏହି ଅନୁଦାନ ପ୍ରଦାନ କରିଥାଏ।୨୦୨୫-୨୬ ଆର୍ଥିକ ବର୍ଷର ଦ୍ୱିତୀୟ କିସ୍ତି ବାବଦରେ ୩୪୨.୫୯୬୪ କୋଟି ଟଙ୍କା ଜାରି କରାଯାଇଛି। ଏହି ଅର୍ଥ ରାଜ୍ୟର ୨୦ଟି ଯୋଗ୍ୟ ଜିଲା ପରିଷଦ, ୨୯୬ଟି ପଞ୍ଚାୟତ ସମିତି ଏବଂ ୬,୭୩୪ଟି ଯୋଗ୍ୟ ଗ୍ରାମ ପଞ୍ଚାୟତକୁ ମିଳିବ।

ପୂର୍ବରୁ ପ୍ରଥମ କିସ୍ତିର ବକେୟା ବାବଦରେ ଅତିରିକ୍ତ ୧୦୧.୭୮୧୫ କୋଟି ଟଙ୍କା ମଧ୍ୟ ଜାରି କରାଯାଇଛି। ଏହି ବକେୟା ରାଶି ୨୦ଟି ଯୋଗ୍ୟ ଜିଲା ପରିଷଦ, ୨୩୩ଟି ପଞ୍ଚାୟତ ସମିତି ଏବଂ ୬୪୯ଟି ଗ୍ରାମ ପଞ୍ଚାୟତ ପାଇଁ ଉଦ୍ଦିଷ୍ଟ।

  • jmjnewso

    Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 29 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 56 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 21 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 26 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ