ନବୀନଙ୍କ ଅଭିଯୋଗର ଜବାବ ରଖିଲେ ଜୟ ଢୋଲକିଆ

Spread the love

👉ବାପାଙ୍କୁ ଦେଖିନଥିଲେ, ଏବେ ଭୋଟ୍ ମାଗି ଆସିଛନ୍ତି’
👉‘ରାଜେନ୍ଦ୍ର ଢୋଲକିଆ ମେଡିକାଲରେ ଥିଲା ବେଳେ ଆସିନଥିଲେ ନବୀନ’ 
👉ଏବେ ଭୋଟ୍ ପାଇଁ ଆସିଛନ୍ତି ନୂଆପଡ଼ା’
👉ନବୀନଙ୍କ ଅଭିଯୋଗର ଜବାବ ରଖିଲେ ଜୟ ଢୋଲକିଆ  👉‘ବାପା ହସ୍ପିଟାଲରେ ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଥିଲେ’
👉ସେତେବେଳେ ଥରେ ବି ଦେଖିବାକୁ ଆସିନଥିଲେ’
👉ଗତକାଲି ପ୍ରାର୍ଥୀ ଚୋରି କଥା କହି ବର୍ଷିଥିଲେ ନବୀନ 
👉ଆଜି ସିଧା ନବୀନଙ୍କୁ ଜବାବ ରଖିଲେ ଜୟ ଢୋଲକିଆ 
👉‘ନୂଆପଡ଼ାବାସୀ ସବୁ କଥା ଭଲ ଭାବେ ବୁଝିଛନ୍ତି’

ଜେଏମଜେ ବ୍ୟୁରୋ : ରାଜେନ୍ଦ୍ର ଢୋଲକିଆ ମେଡିକାଲରେ ଥିଲା ବେଳେ ଆସିନଥିଲେ ନବୀନ। ଏବେ ଭୋଟ୍ ପାଇଁ ଆସିଛନ୍ତି ନୂଆପଡ଼ା। ଆଜି କିଛି ଏଭଳି ଭାବେ ସିଧା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଛନ୍ତି ଜୟ ଢୋଲକିଆ। 
ଗତକାଲି ନୂଆପଡ଼ାରେ ନିର୍ବାଚନୀ ପ୍ରଚାର ପାଇଁ ଯାଇଥିବା ବେଳେ ନବୀନ ବିଜେପିକୁ ସମାଲୋଚନା କରିବା ସହ ଜୟଙ୍କୁ ନିଶାନା କରିଥିଲେ। ପ୍ରାର୍ଥୀ ଚୋରି କରିଥିବା ଅଭିଯୋଗ କରିଥିଲେ। ଯାହାର ଜବାବ ଦେବା ସହ ନବୀନଙ୍କ ଉପରେ ପାଲଟା ଅଭିଯୋଗ ଲଗାଇଛନ୍ତି ଜୟ। 
ବାପା ହସ୍ପିଟାଲରେ ଜୀବନ ମୃତ୍ୟୁ ସହ ସଂଘର୍ଷ କରୁଥିଲେ, ସେତେବେଳେ ଥରେ ବି ସେ ଦେଖିବାକୁ ଆସିନଥିଲେ। ତାଙ୍କ ରଣନୀତି କଣ ଥିବ ସେଥିପାଇଁ ନବୀନ ଏମିତି କହିଥାଇପାରନ୍ତି। ନୂଆପଡ଼ାବାସୀ ସବୁ କଥା ଭଲ ଭାବେ ବୁଝିଛନ୍ତି ବୋଲି କହିଛନ୍ତି ଜୟ। ସେପଟେ ଜୟଙ୍କ ଅଭିଯୋଗ ନେଇ ନବୀନ କିମ୍ବା ବିଜେଡିର ପ୍ରତିକ୍ରିୟା ମିଳିପାରିନି।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 21 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 49 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 19 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 24 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 72 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ