ଯୁକ୍ତ ୨ ନାମଲେଖା ଅବଧି ବୃଦ୍ଧି, ସୂଚନା ଦେଲା CHSE

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ବଢ଼ିଲା ଯୁକ୍ତ ୨ ନାମଲେଖା ସମୟ ଅବଧି । ନାମଲେଖା ସମୟ ବଢ଼ିବା ନେଇ ସୂଚନା ଦେଲା CHSE । ବିନା ଜରିମନାରେ ଫର୍ମ ପୂରଣ ତାରିଖ ଆସନ୍ତା ୧୧ ତାରିଖ ଯାଏଁ ବୃଦ୍ଧି କରାଯାଇଛିସେହିପରି ୨୦୦ ଟଙ୍କା ଜରିମାନାରେ ଫର୍ମ ପୁରଣ ତାରିଖ ୧୩ ରୁ ୧୮ ତାରିଖକୁ ବୃଦ୍ଧି କରାଯାଇଥିବା ସୂଚନା ରହିଛି । ୬୦୦ ଟଙ୍କା ଜରିମାନାରେ ଫର୍ମ ପୁରଣ ତାରିଖ ୧୯ ରୁ ୨୧ ତାରିଖକୁ ବୃଦ୍ଧି କରାଯାଇଥିବା ନେଇ CHSE ପ୍ରକାଶ କରିଛି ।

  • jmjnewso

    Related Posts

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    Spread the love

    Spread the loveଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%,…

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…