୧୭ତମ ଜନଜାତି ଯୁବ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ.

Spread the love

ଜେଏମଜେ ବ୍ୟୁରୋ : ଜୀବନର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଶିକ୍ଷା ହିଁ ବଳିଷ୍ଠ ମାଧ୍ୟମ। ଜନଜାତି ଯୁବକମାନେ ସେମାନଙ୍କର ଅଧିକାର, ଦାୟିତ୍ୱ ଏବଂ ସେମାନଙ୍କ ସଶକ୍ତିକରଣ ପାଇଁ ଉପଲବ୍ଧ ବିଭିନ୍ନ ଯୋଜନା ବିଷୟରେ ଅବଗତ ରହିବା ଉଚିତ୍ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ୧୭ତମ ଜନଜାତି ଯୁବ ବିନିମୟ କାର୍ଯ୍ୟକ୍ରମରେ ଓଡ଼ିଶା, ଛତିଶଗଡ଼, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ ଓ ମହାରାଷ୍ଟ୍ରର ଯୁବ ପ୍ରତିନିଧିଙ୍କ ସହ ଭାବ ବିନିମୟ ଅବସରରେ କହିଛନ୍ତି।

ଯୁବ ପ୍ରତିନିଧିମାନଙ୍କ ସହ ରାଜ୍ୟପାଳ ଭାବ ବିନିମୟ କରିବା ଅବସରରେ ସେମାନଙ୍କର ଶିକ୍ଷା, ଭବିଷ୍ୟତ ଲକ୍ଷ୍ୟ ସମ୍ପର୍କରେ ପଚାରି ବୁଝିଥିଲେ।

ଏଥିସହ ଜନଜାତିଙ୍କ ବିକାଶ ପାଇଁ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ପ୍ରଣୟନ କରିଥିବା ଯୋଜନା ବିଷୟରେ ଭଲ ଭାବେ ସଚେତନ ହେଲେ ଏହା ଦ୍ୱାରା ଲାଭାନ୍ୱିତ ହେବେ ବୋଲି ରାଜ୍ୟପାଳ କହିଛନ୍ତି।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026