କାର୍ତ୍ତିକ ପୁର୍ଣିମା ରେ ବୁଦ୍ଧଖୋଲରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ

Spread the love

ଧର୍ମ ମାସ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ବୁଧବାର ପ୍ରସିଦ୍ଧ ଐତିହାସିକ ଶୈବପୀଠ ବୁଦ୍ଧଖୋଲ ଚଳଚଞ୍ଚଳ ହୋଇ ଭକ୍ତମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବୁଗୁଡ଼ା ସମେତ ଅନ୍ୟ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଥିବାବେଳେ ଭୋର୍‌ ସମୟରୁ ହିଁ ବୁଦ୍ଧଖୋଲ ଅଭିମୁଖେ ଭକ୍ତଙ୍କ ସୁଅ ଛୁଟିଥିଲା।

ଭକ୍ତଗଣ ପାହାଚ ନତୁବା ଘାଟି ରାସ୍ତାରେ ଯାଇ ବୁଦ୍ଧଖୋଲ ପାହାଡ଼ରେ ବିରାଜମାନ ଜଗଦେଶ୍ବର ସ୍ବାମୀ, ଗଙ୍ଗାଧର ସ୍ବାମୀ, ମକରେଶ୍ବର ସ୍ବାମୀ, ବୁଦ୍ଧେଶ୍ବର ସ୍ବାମୀ ଓ ସିଦ୍ଧେଶ୍ୱର ସ୍ବାମୀ ଆଦି ପଞ୍ଚ ଶମ୍ଭୁଙ୍କ ଆଶିଷ ପ୍ରାପ୍ତାର୍ଥେ ଦର୍ଶନ କରିଥିଲେ। ଏଥିସହ ବୁଦ୍ଧଖୋଲ ପାଦଦେଶସ୍ଥ ଶିବ ପାର୍ବତୀଙ୍କ ଯୁଗଳ ମୂର୍ତ୍ତି ସ୍ଥାପନ ସ୍ଥଳ ଲୋକାରଣ୍ୟ ପାଲଟିଥିଲା। ବୁଦ୍ଧଖୋଲ ଉନ୍ନୟନ ସମିତି ପକ୍ଷରୁ ଶ୍ରଦ୍ଧାଳୁଙ୍କ ଠାକୁର ଦର୍ଶନ ସାଙ୍ଗକୁ ଯାନବାହନ ରହଣିର ସୁବନ୍ଦୋବସ୍ତ କରାଯାଇଥିଲା। 

  • jmjnewso

    Related Posts

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି।…

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    Spread the love

    Spread the loveଛତ୍ରପୁର :ଜେଏମଜେ ନ୍ୟୁଜ :ଗଞ୍ଜାମ ଜିଲ୍ଲାରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଜିଲ୍ଲାର ୧୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ ୨୮,୧୦,୯୫୧ ଜଣ ଭୋଟର ସ୍ଥାନ ପାଇଥିବାବେଳେ ୧୮-୧୯ ବର୍ଷ ବୟସର ୧୯,୮୪୯ ଜଣ ଯୁବ ଭୋଟର ନାମ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    • By jmjnewso
    • September 22, 2026
    • 31 views
    ଆଜି ଠାରୁ ଖୋର୍ଦ୍ଧା ଜିଲ୍ଲାର ସବୁ ସ୍କୁଲ ତିନିଦିନ ଛୁଟି, ବନ୍ଦ ରହିବ ଅଙ୍ଗନବାଡ଼ି

    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    • By jmjnewso
    • September 21, 2026
    • 33 views
    ଗଞ୍ଜାମ ଜିଲ୍ଲାରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    • By jmjnewso
    • September 21, 2026
    • 35 views
    ରାଜ୍ୟରେ ସରିଲା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ : ବାଦ ପଡିଲେ ୨୦ ଲକ୍ଷ ୫୬ ହଜାର ଭୋଟର

    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    • By jmjnewso
    • September 21, 2026
    • 41 views
    ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌

    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    • By jmjnewso
    • September 21, 2026
    • 37 views
    ସ୍କୁଟି ସହ ୮ କେଜି ଗଞ୍ଜେଇ ଜବତ,ଜଣେ ଗିରଫ

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 41 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ