ଆଜି ବିହାର ନିର୍ବାଚନ:ପ୍ରଥମ ପର୍ଯ୍ୟାୟ ଭୋଟ୍‌, ୧୮ ଜିଲ୍ଲା ୧୨୧ ଆସନ ପାଇଁ ୧୩୧୪ ପ୍ରାର୍ଥୀ

Spread the love

ଜେଏମଜେ ବ୍ୟୁରୋ : ବିହାରର ୧୮ଟି ଜିଲ୍ଲାର ୧୨୧ ବିଧାନସଭା ନିର୍ବାଚନମଣ୍ଡଳୀରେ ଆଜି (ଗୁରୁବାର) ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ୧୩୧୪ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ମହାମେଣ୍ଟର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ତେଜସ୍ବୀ ପ୍ରସାଦ ଯାଦବ, ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧାରୀ ଏବଂ ବିଜୟ କୁମାର ସିହ୍ନାଙ୍କ ପରି ହେଭିୱେଟ୍ ନେତାଙ୍କ ଭାଗ୍ୟ ପ୍ରଥମ ପର୍ଯ୍ୟାୟ‌ରେ ନିର୍ଣ୍ଣୟ ହେବ। ମହୁଆରୁ ନିର୍ବାଚନ ଲଢ଼ୁଥିବା ତେଜସ୍ବୀଙ୍କ ବଡ଼ଭାଇ ତେଜପ୍ରତାପ ଯାଦବ ଏବଂ ରାଜ୍ୟ ଜେଡିୟୁ ସଭାପତି ଉମେଶ କୁଶୱାହାଙ୍କ ଭାଗ୍ୟ ମଧ୍ୟ ଆଜି ନିର୍ଣ୍ଣୟ ହେବ।

ପ୍ରଥମ ପର୍ଯ୍ୟାୟ ଭୋଟ୍‌ ପାଇଁ ଉଭୟ ଏନ୍‌ଡିଏ ଏବଂ ଇଣ୍ଡି ମେଣ୍ଟର ଶୀର୍ଷ ନେତାମାନେ ହାଇ ଭୋଲ୍‌ଟେଜ ପ୍ରଚାର କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଗୃହମନ୍ତ୍ରୀ ଅମିତ ଶାହ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବିହାରରେ ମାରାଥନ୍‌ ପ୍ରଚାର କରିଛନ୍ତି

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 31 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 61 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 21 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 27 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ