ସାଲୁର ଘାଟିରେ ହୁତୁହୁତୁ ହୋଇ ଜଳିଲା OSRTC ଇଣ୍ଟରଷ୍ଟେଟ୍ ଏକ୍ସପ୍ରେସ୍, ସମସ୍ତ ଯାତ୍ରୀ ସୁରକ୍ଷିତ.।

Spread the love

କୋରାପୁଟ : (ଜେଏମଜେ ବ୍ୟୁରୋ ): ସାଲୁର ଘାଟିରେ ଓଏସଆରଟିସି ଇଣ୍ଟରଷ୍ଟେଟ୍ ଏକ୍ସପ୍ରେସ୍ ବସ୍‌ରେ ହଠାତ୍ ନିଆଁ ଲାଗିଯାଇଛି।ବସ୍‌ଟି ବିଶାଖାପାଟଣାରୁ ବାହାରି ଜୟପୁର ଅଭିମୁଖେ ଆସୁଥିବା ବେଳେ ଏଭଳି ଅଘଟଣ ଘଟିଛି।ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ବେଳେ ବସ୍‌ଟି ହୁତୁହୁତୁ  ହୋଇ ଜଳି ଯାଇଥିଲା। ଘଟଣା ସ୍ଥଳରେ ଆନ୍ଧ୍ର ସାଲୁର ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିବା ସହିତ ତଦନ୍ତ ଆରମ୍ଭ କରିଛି।  ବସ୍‌ଟି ସମ୍ପୂର୍ଣ୍ଣ ଜଳିଯାଇଛି, କିନ୍ତୁ କୌଣସି ଜୀବନହାନି ଘଟି ନାହିଁ। 

  • jmjnewso

    Related Posts

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    Spread the love

    Spread the loveମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା।…

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 31 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 61 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 21 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 27 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ