ଦୁର୍ନୀତି ଅଭିଯୋଗ ଆଣିବାରୁ ସରକାରୀ କାର୍ଯ୍ୟକ୍ରମ ରୁ ବାଦ ପଡିଲେ କାଉନ୍ସିଲର.

Spread the love

ଜେଏମଜେ ବ୍ୟୁରୋ : କୋଦଳା NAC ରେ ଅରାଜକତା ଚରମ ସୀମାରେ ପହଂଚିଲାଣି.. ଗଣତନ୍ତ୍ର ରାଷ୍ଟ୍ରରେ ନିର୍ବାଚିତ ପ୍ରତିନିଧି ଙ୍କୁ ଅଣଦେଖା କରି କ୍ଷମତା ର ଅପବ୍ୟବହାର କରିବା ଘଟଣା ଏବେ କୋଦଳା NAC ରେ ଦେଖିବାକୁ ମିଳିଛି.. ଆଜି ଗାନ୍ଧୀ ଜୟନ୍ତୀ ଏବଂ ସରକାର ଙ୍କ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ରେ ଜଣେ କାଉନସିଲର ଙ୍କୁ ନିମନ୍ତ୍ରଣ ନଥିବା ନେଇ ଚର୍ଚ୍ଚା ଆଲୋଚନା ଆରମ୍ଭ ହୋଇଛି.. ଯାହା କୁହାଯାଉଛି ବିଗତ ଦିନରେ NAC ରେ ଅଧ୍ୟକ୍ଷ ଓ ଅଧିକାରୀ ଙ୍କ ଦ୍ୱାରା ହୋଇଥିବା ମହା ଦୁର୍ନୀତି ପଦାରେ ପକାଇବା ସହ ତଦନ୍ତ ଦାବୀ କରିଥିବା କାଉନସିଲର ଭଗବାନ ପାଢ଼ୀ ଙ୍କୁ ନିମନ୍ତ୍ରଣ ନଥିବା ଜଣାଯାଇଛି.. ହେଲେ ସରକାରୀ କାର୍ଯ୍ୟକ୍ରମ ରେ ନିର୍ବାଚିତ ପ୍ରତିନିଧି ଙ୍କୁ ଅଣଦେଖା କରିବା ଘଟଣା କୁ ନେଇ କୋଦଳା ଅଞ୍ଚଳ ରେ ବିଭିନ୍ନ ମହଲ ରୁ ନିନ୍ଦା କରାଯାଇଛି..

  • Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ