ଚିଟ୍‌ ଫଣ୍ଡ ମାମଲା: ଗ୍ରୀନ୍‌ ଇଣ୍ଡିଆ କମ୍ପାନୀ ମାଲିକଙ୍କ ଘରେ ଇଡି ଚଢ଼ାଉ

Spread the love

ହ୍ମପୁର: (ଜେଏମଜେ ନ୍ୟୁଜ ): ବ୍ରହ୍ମପୁରରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ। ଚିଟ୍‌ଫଣ୍ଡ କମ୍ପାନି ଗ୍ରୀନ୍‌ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ତନାଘନା ଚଳାଇଛି। ଲୋକଙ୍କଠୁ ପାଖାପାଖି ୫୦୦ କୋଟି ଠକେଇ ଅଭିଯୋଗ ହୋଇଥିଲା।ପୂର୍ବରୁ ୨୦୧୩ ମସିହାରେ ଚିଟଫଣ୍ଡ ଦୁର୍ନୀତି ମାମଲାରେ ପ୍ରଦୀପ ସିଂଙ୍କ ଘରେ ଚଢାଉ କରିଥିଲା କ୍ରାଇମବ୍ରାଞ୍ଚ।

ପରେ ପ୍ରଦୀପ ସିଂ ଓ ଅନ୍ୟ ଅଧିକାରୀଙ୍କୁ ଗିରଫ କରାଯାଇଥିଲା। ପରେ ସମସ୍ତ ମାମଲାର ତଦନ୍ତ ସିବିଆଇ କରିଥିଲା। ସୂଚନା ଅନୁଯାୟୀ, ଲୋକଙ୍କ ଠାରୁ ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ସଂସ୍ଥା କୋଟି କୋଟି ଟଙ୍କାର ଠକେଇ ହୋଇଥିବାର ଅଭିଯୋଗ ହୋଇଥିଲା। ପ୍ରାୟ ୫୦୦ କୋଟି ହେବ ବୋଲି ଅଭିଯୋଗ ହୋଇଥିଲା।

ଏପିରିକି ୨୦୧୩ ମସିହାରେ କ୍ରାଇମବ୍ରାଞ୍ଚ ମଧ୍ୟ ଏହି ମାମଲାର ତଦନ୍ତ କରୁଥିଲା। ଆଉ ଏବେ ଗୁରୁବାର ଦିନ ଗ୍ରୀନ୍‌ ଇଣ୍ଡିଆ ଚିଟ୍‌ ଫଣ୍ଡ ସଂସ୍ଥାର କର୍ତ୍ତୃପକ୍ଷ ପ୍ରଦୀପ ସିଂହଙ୍କ ବ୍ରହ୍ମପୁର ସ୍ଥିତ ଅଯୋଧ୍ୟା ନଗର ଠାରେ ଥିବା ଏକ ଘରେ ଚଢାଉ କରିଛି। ଅଯୋଧ୍ୟା ନଗର ବ୍ୟତୀତ ଆଉ କିଛି ସ୍ଥାନରେ ଚଢାଉ ହୋଇଥିବା ସୂଚନା ମିଳିଛି। ହେଲେ ଏବେ ଯାଏ ଅନ୍ୟ ସ୍ଥାନ ସଂପର୍କରେ କୌଣସି ସୂଚନା ମିଳିନାହିଁ।

ବିଭୁତି ଶତପଥୀ ଙ୍କ ରିପୋର୍ଟ..

  • jmjnewso

    Related Posts

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 29 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 56 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 21 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 26 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ