କମିବ ପାରଦ.. ବଢିବ ଶୀତ

Spread the love

ଜେଏମଜେ ବ୍ୟୁରୋ : ନଭେମ୍ବର ପ୍ରଥମ ସପ୍ତାହରେ ଅନୁଭୂତ ହେଲାଣି ଶୀତ । କମିବ ପାରଦ। ବଢିବ ଶୀତ। ଓଡିଶାକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ବାୟୁପ୍ରବାହ ହେଉଛି । ଫଳରେ ଶୀତର ପ୍ରକୋପ ବଢିବ। ଗତ ୨୪ଘଣ୍ଟାରେ ଫୁଲବାଣୀରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ରେକର୍ଡ ହୋଇଛି । ୧୪ ତାରିଖ ପରେ ପାରଦ ୧୦ ଡିଗ୍ରୀ ତଳକୁ ଖସିବ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ।

ଯଦିଓ ଉପକୂଳ ଓଡ଼ିଶାରେ ଆର୍ଦ୍ରତା ରହୁଛି, ସେଥିପାଇଁ ତାପମାତ୍ରାରେ ବିଶେଷ ହ୍ରାସ ପରିଲକ୍ଷିତ ହୋଇନାହିଁ । କିନ୍ତୁ ପଶ୍ଚିମ, ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାରେ ପାରଦ ଯଥେଷ୍ଟ କମ୍ ରହୁଛି । ଆଗାମୀ ୪ରୁ ୫ଦିନ ମଧ୍ୟରେ ପାରଦ ଆହୁରି ଖସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଫଳରେ ରାଜ୍ୟରେ ପ୍ରବଳ ଜାଡ଼ ଅନୁଭୂତ ହେବ ।

ବର୍ତ୍ତମାନ ଓଡ଼ିଶାକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ବାୟୁପ୍ରବାହ ହେଉଛି। ବାୟୁମଣ୍ଡଳରୁ ଜଳୀୟବାଷ୍ପ ବି କମିଛି। ଫଳରେ ତାପମାତ୍ରା କମିଛି। ତେବେ ୧୪ ତାରିଖ ପରଠାରୁ ଶୀତ ବଢ଼ିବ । ବିଶେଷ କରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା କମିବ, ଶୀତର ପ୍ରକୋପ ଅଧିକ ରହିବ ବୋଲି କହିଛି ପାଣିପାଗ ବିଜ୍ଞାନୀ ।

  • jmjnewso

    Related Posts

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ । ଆସନ୍ତା ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟା ସମ୍ଭାବନା । ଇସ୍ରୋର ସ୍ପେସ୍ ଆପ୍ଲିକେସନ୍ସ ସେଣ୍ଟରର ଆକଳନ ଅନୁସାରେ, ଏହି ତିନି ମାସ ମଧ୍ୟରେ…

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 22 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 18 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 27 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 35 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 40 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 36 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ