ନୂଆପଡ଼ାରେ ବିଜେଡି ନେତାଙ୍କ ଘରେ IT ରେଡ୍‌

Spread the love

ଜେଏମଜେ ବ୍ୟୁରୋ : ନୂଆପଡାରେ ବିଜେଡି ନେତାଙ୍କ ଘରେ ରେଡ୍ । କଂଗ୍ରେସରୁ ଆସି ବିଜେଡିରେ ମିଶିଥିଲେ । ବିଜେଡି ପକ୍ଷରୁ ତାଙ୍କୁ ରାଜ୍ୟ ସମ୍ପାଦକ ପଦବୀ ଦିଆଯାଇଥିଲା । ପଟେଲ ନଗର ସହ ନୂଆପଡ଼ା ଓ ଖରିଆର ରୋଡ୍‌ର ବିଭିନ୍ନ ହୋଟେଲ୍‌ରେ ଯାଞ୍ଚ କରାଯାଇଛି । ନିର୍ବାଚନ ପ୍ରଚାର ସରିବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ଥିବାବେଳେ ଏହି ଯାଞ୍ଚ ଚାଲିଛି । ଆୟକର ବିଭାଗ ଓ ପୋଲିସ୍‌ ପକ୍ଷରୁ ମିଳିତ ଭାବେ ଏହି ଯାଞ୍ଚ କରାଯାଇଛି । ଖରିଆର ରୋଡ୍‌ NAC ରେ ବିଜେଡିର ଟଙ୍କା କାରବାର ମହମ୍ମଦ ଜୁନେଦଙ୍କ ଘରେ ହେଉଥିବାର ଖବର ପାଇ ନିର୍ବାଚନ କମିଶନଙ୍କ ସ୍ପେଶାଲ୍ ସ୍କ୍ୱାର୍ଡ ଓ ଆୟକର ବିଭାଗ ରେଡ୍‌ କରିଛି ।

  • jmjnewso

    Related Posts

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    Spread the love

    Spread the love ଭୁବନେଶ୍ୱର :ଜେଏମଜେ ନ୍ୟୁଜ : ରାତି ଅଧରେ ମହିଳା ସହକର୍ମୀଙ୍କ ଘରେ ପଶି ହଙ୍ଗାମା ଓ ଅସଦାଚରଣ କରିବା ମହଙ୍ଗା ପଡ଼ିଲା। ଗିରଫ ହେଲେ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ ବିଶ୍ୱାଳ। ତାଙ୍କୁ ଗିରଫ କରିଛି…

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    Leave a Reply

    Your email address will not be published. Required fields are marked *

    You Missed

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 21 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 30 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 33 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 32 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 62 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 37 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ