ପୀତବାସଙ୍କ ପରିବାରକୁ ମିଳିଲା ୨୪ ଘଣ୍ଟିଆ ସୁରକ୍ଷା।

Spread the love

ବ୍ରହ୍ମପୁର (ଜେଏମଜେ ନ୍ୟୁଜ ): ଦିବଙ୍ଗତ ପୀତବାସ ପଣ୍ଡାଙ୍କ ପରିବାରକୁ ଧମକପୂର୍ଣ୍ଣ କଲ୍ ନେଇ ଅଭିଯୋଗ ପରେ ମିଳିଛି ସୁରକ୍ଷା । ପୀତବାସଙ୍କ ପରିବାରକୁ ଏବେ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦେଇଛି ପୋଲିସ । ସାଧା ପୋଷାକରେ ପୋଲିସ, ପୀତବାସଙ୍କ ଘର ଆଗରେ ପ୍ରହରା ଦେଉଥିବା ଦେଖିବାକୁ ମିଳିଛି 

ହାଇପ୍ରୋଫାଇଲ୍ ପୀତବାସ ପଣ୍ଡାଙ୍କ ହତ୍ୟାକୁ ମାସେ ବିତିଥିବା ବେଳେ ଆସୁଛି ଧମକପୂର୍ଣ୍ଣ କଲ୍ । ଦୁଇଟି ଅଜଣା ନମ୍ବରରୁ ପୀତବାସଙ୍କ ପରିବାରକୁ ଧମକପୂର୍ଣ୍ଣ କଲ୍ ଆସୁଛି । ଏନେଇ ପୀତବାସଙ୍କ ପତ୍ନୀ ସୁସ୍ମିତା ପଣ୍ଡା ଓ ତାଙ୍କ ଭାଇ ପୂର୍ଣ୍ଣଚନ୍ଦ୍ର ପଣ୍ଡା ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ ଆଣିଥିଲେ ।

ଦିବଙ୍ଗତ ପୀତବାସ ପଣ୍ଡାଙ୍କ ପରିବାରକୁ ଧମକପୂର୍ଣ୍ଣ କଲ୍ ନେଇ ଅଭିଯୋଗ ପରେ ମିଳିଛି ସୁରକ୍ଷା । ପୀତବାସଙ୍କ ପରିବାରକୁ ଏବେ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦେଇଛି ପୋଲିସ । ସାଧା ପୋଷାକରେ ପୋଲିସ, ପୀତବାସଙ୍କ ଘର ଆଗରେ ପ୍ରହରା ଦେଉଥିବା ଦେଖିବାକୁ ମିଳିଛି ।

ଶନିବାର ଦିବଙ୍ଗତ ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାର ପ୍ରେସମିଟ୍ କରିଥିଲେ । ହତ୍ୟା ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଖୋଦ୍ ପୀତବାସଙ୍କ ପତ୍ନୀ ସୁସ୍ମିତା ଏବଂ ଭାଇ ପୂର୍ଣ୍ଣଚନ୍ଦ୍ର । ବିକ୍ରମ ପଣ୍ଡାଙ୍କ ନାଁରେ ଧମକପୂର୍ଣ୍ଣ ଫୋନ୍ କଲ୍ ଆସୁଥିବା କହିଛନ୍ତି

  • jmjnewso

    Related Posts

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    Spread the love

    Spread the love ଜେଏମଜେ ବ୍ୟୁରୋ :ମଣିପୁରର ଜିରିବାମ ଜିଲ୍ଲାର ଲେଇସଙ୍ଗ କୁକି ଗାଁରେ ଏକ ପୁଣି ହିଂସାକାଣ୍ଡ ଘଟିଛି । ଦୁଇଜଣ ଆଦିବାସୀ ମହିଳାଙ୍କୁ ଗୁଳି କରି ହତ୍ୟା କରାଯାଇଛି ଏବଂ ଏକାଧିକ ଫାର୍ମହାଉସ୍‌କୁ ନିଆଁ ଲଗାଇ ପୋଡ଼ି ଦିଆଯାଇଛି…

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ : (ତପେନ୍ଦ୍ର ଡାକୁଆ ):ବ୍ରହ୍ମପୁରର ପୂର୍ବତନ ମେୟର ପିଣ୍ଟୁ ଦାଶଙ୍କ ଭାଇ ପିଙ୍କୁ ଦାଶ ଓ ବୁଡୁ ମହାନ୍ତିଙ୍କ ସମେତ ୪ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ…

    Leave a Reply

    Your email address will not be published. Required fields are marked *

    You Missed

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 61 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 35 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 27 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 21 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍