ବଦଳିଲା ସ୍କୁଲ ୟୁନିଫର୍ମ ରଙ୍ଗ, ସବୁଜ ବଦଳରେ ବାଦାମୀ ରଙ୍ଗ ୟୁନିଫର୍ମ ପିନ୍ଧିବେ ଛାତ୍ରଛାତ୍ରୀ..

Spread the love

ଜେଏମଜେ ବ୍ୟୁରୋ : ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସ୍କୁଲ ୟୁନିଫର୍ମ ରଙ୍ଗ। ସବୁଜ ବଦଳରେ ବାଦାମୀ ରଙ୍ଗ ୟୁନିଫର୍ମ ଛାତ୍ରଛାତ୍ରୀ ପିନ୍ଧିବେ। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ବଦଳିଲା। ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ବଦଳିଥିବା ନୂଆ ବାଦାମୀ ରଙ୍ଗ ୟୁନିଫର୍ମ ପିନ୍ଧିପାରିବେ।
ଏସବୁ ସ୍କୁଲଗୁଡ଼ିକୁ ସରକାର ୟୁନିଫର୍ମ ଯୋଗାଇଦେବେ। ଏ ନେଇ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟକୁ ଗଣ ଶିକ୍ଷା ବିଭାଗ ଚିଠି ଲେଖିଥିବା ସୂଚନା ମିଳିଛି।

  • Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026