ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ

Spread the love

ଜେଏମଜେ ବ୍ୟୁରୋ : ନୂଆପଡା ଉପନିର୍ବାଚନରେ ବ୍ୟବହାର ହେବ ବାୟୁସେନାର ବିମାନ । ପ୍ରଥମ ଥର ପାଇଁ ରାତିରେ ଗୋତମା ଏୟାରଷ୍ଟ୍ରିପରେ ଅବତରଣ କରିଛି ବାୟୁସେନାର ବିମାନ । ନୂଆପଡ଼ା ଉପନିର୍ବାଚନରେ ସାମିଲ ପୋଲିଂ ପାର୍ଟିଗୁଡ଼ିକୁ ସହାୟତା କରିବ ଏହି ବିମାନ । ସୁନାବେଡା ଅଞ୍ଚଳ ମାଓବାଦୀ ପ୍ରଭାବିତ ହୋଇଥିବାରୁ ବୁଥ୍ ପାଇଁ ପରିବହନ ନିମନ୍ତେ ଭାରତୀୟ ବାୟୁସେନାର ବିମାନ ଉପଯୋଗ କରାଯିବ ।

ଉପ-ନିର୍ବାଚନ ପାଇଁ ଏକ ପ୍ରକୃତ ଉପଲବ୍ଧି ହେବ । କାରଣ ସୁନାବେଡ଼ା ଉପତ୍ୟକାରେ ନିର୍ବାଚନ ସରିବା ବିଳମ୍ବ ହୋଇପାରେ l ଏବେ ପୋଲିଂ ଦଳକୁ ନୂଆପଡ଼ା ଫେରାଇ ଆଣିବା ପାଇଁ କୌଣସି ସମସ୍ୟା ହେବନାହିଁ । ଏହା ବ୍ୟତୀତ ଇଭିଏମ୍ ସୁରକ୍ଷିତ ଭାବରେ ନୂଆପଡ଼ାରେ ପହଞ୍ଚିପାରିବ l

  • jmjnewso

    Related Posts

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    Spread the love

    Spread the loveମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା।…

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ…

    Leave a Reply

    Your email address will not be published. Required fields are marked *

    You Missed

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 29 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 36 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 42 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 36 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 68 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 43 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ